PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକଟିଦେଉଳ- ହାତୀ ଘଉଡାଇବାକୁ ଯାଇଥିବା ବନ ଓ୍ବାଚରଙ୍କୁ ମାଡ ମାରିଥିବା ଅଭିଯୋଗରେ ୩ କୋର୍ଟ ଚାଲାଣ
  • ||
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||

ବଡଧରଣର ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଏହି ବିଜେପି ନେତା

ନୂଆଦିଲ୍ଲୀ,୧।୯: ଉତ୍ତର ପ୍ରଦେଶ ଗୋରଖପୁରରୁ ଭାରତୀୟ ଜନତା ପାର୍ଟିର ସାଂସଦ ରବି କିଷନଙ୍କ ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।  ସେ ଗ୍ବାଲିୟରରୁ ଦିଲ୍ଲୀ ଫେରୁଥିଲେ। ଏହି ସମୟରେ ଇଞ୍ଜିନ ଖରାପ ହୋଇଯିବା କାରଣରୁ ବିମାନଟି ପବନରେ ହଲିବାରେ ଲାଗିଥିଲା। ଏହାପରେ ବିମାନକୁ ଏୟାରପୋର୍ଟରେ ଜରୁରୀ ଅବତରଣ କରାଯାଇଥିଲା। ଏହି ଘଟଣାପରେ ରବି କିଶନ କହିଛନ୍ତି, ଭଗବାନଙ୍କ ଦୟାରୁ ଆମେ ବଞ୍ଚିଗଲୁ, ନହେଲେ ବହୁତ ବଡ ଦୁର୍ଘଟଣା ହୋଇଥାନ୍ତା।

ଉଲ୍ଲେଖନୀୟ ଯେ, ରବି କିଶନ ଗ୍ବାଲିୟରୁ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରଭାତ ଝା ସ୍ବେଚ୍ଛାକୃତ ଭାବରେ ଟଙ୍କା ବିତରଣ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପହଁଞ୍ଚିଥିଲେ। ଏହି ଅବସରରେ ସାଂସୃତିକ କାର୍ଯ୍ୟକ୍ରମ ସହିତ ସମାଜର ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା ପ୍ରତିଭାଙ୍କୁ ସମ୍ମାନିତ କରିବାକୁ  ଯାଇଥିଲେ।

ସମ୍ବନ୍ଧିତ ଖବର