PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ଏକାଡେମିକ କ୍ୟାଲେଣ୍ଡର ପ୍ରକାଶ

freepik

ଭୁବନେଶ୍ୱର : କୋଭିଡ୍‌-୧୯ ପରିସ୍ଥିତିକୁ ନଜରରେ ରଖି ବିକଳ୍ପ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶିତ ହୋଇଛି । ପଞ୍ଚମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ପାଇଁ ଏହି କ୍ୟାଲେଣ୍ଡର ତିଆରି ହୋଇଛି । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିଆଲ୍‌ ନିଶଙ୍କ ଏହାକୁ ପ୍ରକାଶିତ କରିଛନ୍ତି । କୋଭିଡ୍‌-୧୯ ସମୟରେ ଛାତ୍ରଛାତ୍ରୀଙ୍କ ଶିକ୍ଷା ଗ୍ରହଣ ପ୍ରକ୍ରିୟା ଜାରି ରହିବା ଉଦ୍ଦେଶ୍ୟରେ ଏହା ପ୍ରସ୍ତୁତ ହୋଇଛି । ନ୍ୟାସ୍‌ନାଲ୍‌ କାଉନ୍‌ସିଲ୍‌ ଅଫ୍‌ ଏଜୁକେସନ୍‌ ରିସର୍ଚ୍ଚ ଆଣ୍ଡ ଟ୍ରେନିଂ (ଏନ୍‌ସିଇଆର୍‌ଟି) ପକ୍ଷରୁ ଏହି କ୍ୟାଲେଣ୍ଡର ପ୍ରସ୍ତୁତ କରାଯାଇଛି ।

ଏଥିରେ ଶିକ୍ଷକମାନେ କିଭଳି ଟେକ୍ନୋଲୋଜି ଓ ସୋସିଆଲ୍‌ ମିଡିଆ ଟୁଲ୍ସର ବ୍ୟବହାର କରିବେ ସେ ସମ୍ପର୍କିତ ଗାଇଡ୍‌ଲାଇନ୍‌ ରହିଛି । ଏହାସହ ବିଷୟ ପିଛା ୮ ସପ୍ତାହର ନିର୍ଦ୍ଦେଶାବଳୀ ରହିଛି ।