ନବୀନ ନିବାସରେ ପହଂଚିଲେ ସୁବାସ ଚୈାହାନ, ଆଜି ମିଶିବେ ବିଜେଡିରେ

ଭୁବନେଶ୍ବର ୨୭।୩; ନବୀନ ନିବାସରେ ପହଂଚିଲେ ବରିଷ୍ଠ ନେତା ସୁବାସ ଚୌହାନ । ନିଜ ସମର୍ଥକଙ୍କ ସହ ନବୀନ ନିବାସରେ ପହଂଚିଛନ୍ତି।  ଆଜି ବିଜେଡିରେ ଯୋଗଦେବେ ସୁବାସ ।

ସୂଚନାଯୋଗ୍ୟ ଯେ, ସୁବାସ ଚୌହାନ ଗତକାଲି ବିଜେପିରୁ ଇସ୍ତଫା ଦେଇଥିଲେ । ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଥିଲେ । ବରଗଡ ଲୋକସଭା ଆସନରୁ ସୁବାସ ଚୌହାନ ଆଶାୟୀ ଥିଲେ । ତେବେ ବିଜେପି ତାଙ୍କୁ ଟିକେଟ୍ ନଦେଇ ସେଠାରେ ସୁରେଶ ପୂଜାରୀଙ୍କୁ ପ୍ରାର୍ଥୀ କରିଛି । ଏଥିରେ ଅସନ୍ତୁଷ୍ଟ ହୋଇ ସେ ଦଳ ଛାଡିଛନ୍ତି ।

 

   ସମ୍ବନ୍ଧିତ ଖବର


ବିଜେପି ସାଂସଦଙ୍କ ଦାବି: ଟିଏମସିର ୬୨ ବିଧାୟକ ଆମ ସହ ଯୋଗାଯୋଗରେ ଅଛନ୍ତି, ଡିସେମ୍ବର ୧୫ ସୁଦ୍ଧା ଭାଙ୍ଗିଯିବ ମମତା ସରକାର

ଯୋଗୀ କହିଲେ ହାଇଦ୍ରାବାଦର ନାମ ହେବ ‘ଭାଗ୍ୟନଗର’, ଓଓ୍ଵେସି କହିଲେ ନାମ…

ରାଜନୀତିରେ ପୁଣି ପାଦ ରଖିବେ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର, ଆସନ୍ତାକାଲି ଶିବସେନାରେ ହେବେ ସାମିଲ୍‌…

ସୁଶୀଲ ମୋଦୀଙ୍କୁ ରାଜ୍ୟସଭା ଟିକେଟ୍: ପାଶଓ୍ବାନଙ୍କ ସ୍ଥାନରେ ହେଲେ ବିଜେପି ପ୍ରାର୍ଥୀ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ କେନ୍ଦ୍ରରେ ହୋଇ ପାରନ୍ତି ମନ୍ତ୍ରୀ

ମମତାଙ୍କୁ ଆଉ ଏକ ଝଟକା: ଦକ୍ଷିଣ କୁଚବିହାର ବିଧାୟକଙ୍କ ଇସ୍ତଫା ପରେ ପରିବହନ ମନ୍ତ୍ରୀଙ୍କ ଇସ୍ତଫା, ବିଜେପିରେ ମିଶିବାକୁ ଏବେ ଦିଲ୍ଲୀରେ ମିହିର

ଅହମ୍ମଦ ପଟେଲଙ୍କ ପରେ କିଏ? କଂଗ୍ରେସ କୋଷାଧ୍ୟକ୍ଷ ପଦ ପାଇଁ କମଲନାଥ, ବେଣୁଗୋପାଳ ଓ ଗେହଲଟ୍‌ଙ୍କ ମଧ୍ୟରୁ ଜଣକୁ ବାଛିବେ ସୋନିଆ