PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ସନ୍ଧ୍ୟାବେଳେ ବେଳାଭୂମିରେ ବସିଥିବା ବେଳେ ମୁଣ୍ଡ ଉପରେ ପଡ଼ିଲା ଚଡ଼କ, ଛାତ୍ର ମୃତ ଛାତ୍ରୀ ଗୁରୁତର
  • ||
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍‌, ହସ୍ପିଟାଲରେ ଭର୍ତ୍ତି

ପୁରୀ ୨୪/୦୧: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କର ରବିବାର ଦିନ କୋଭିଡ୍‌ ଟେଷ୍ଟରେ ପଜିଟିଭ୍‌ ରିପୋର୍ଟ ଆସିଛି । ସଂକ୍ରମଣର ଶିକାର ଶ୍ରୀ ପଟ୍ଟନାୟକ କହିଛନ୍ତି କୋଭିଡ୍‌ ରୋଗ ସଂକ୍ରମଣ ଅତ୍ୟନ୍ତ ଯନ୍ତ୍ରଣା ଦାୟକ । ସେ ପ୍ରଥମେ ହୋମ କ୍ୱାରେଣ୍ଟାଇନର ରହିଥିଲେ। ପ​ରେ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାନ ତାଙ୍କ ଚିକିତ୍ସା ଜାରି ରହିଛି। କୋଭିଡ୍‌ ମାର୍ଗଦର୍ଶିକା ଅନୁପାଳନ କରିବାକୁ ସେ ନିବେଦନ କରିଛନ୍ତି । ଏନେଇ ଶ୍ରୀ ପଟ୍ଟନାୟକ ଟ୍ବିଟ୍ କରି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର