PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ସୁମିତ୍-ତପସ୍ୱିନୀ ବିବାଦ: ମୂଳ ପିଟିସନ୍‌ର ଶୁଣାଣି ୨୭କୁ ଘୁଞ୍ଚିଲା

ବ୍ରହ୍ମପୁର,୨୦/୦୧: ତପସ୍ୱିନୀ ଦାଶ ଓ ଡାକ୍ତର ସୁମିତ୍‌ ସାହୁଙ୍କ ଭିତରେ ମାମଲା ଏବେ କୋର୍ଟରେ ବିଚାରଧୀନ ରହିଛି । ଶ୍ୱଶୁର ଘରକୁ ଯିବାକୁ ଯେଉଁ ପିଟିସନ୍‌ ଏସ୍‌ଡିଜେଏମ୍‌ କୋର୍ଟରେ ତପସ୍ୱିନୀ କରିଥିଲେ ତାହାର ଶୁଣାଣି ପୁଣି ୨୭ ତାରିଖକୁ ଘୁଞ୍ଚିଛି । ଆସନ୍ତା ୨୭ତାରିଖରେ କୋର୍ଟ ଏହାର ଶୁଣାଣି କରିବାକୁ ଧାର୍ଯ୍ୟ କରିଛନ୍ତି ବୋଲି ତପସ୍ୱିନୀଙ୍କ ଓକିଲ ଦୀପକ ପଟ୍ଟନାୟକ ଓ ପ୍ରଦୀପ ବେହେରା ସୂଚନା ଦେଇଛନ୍ତି । ଏହି ପିଟିସନ୍‌କୁ ନେଇ ତପସ୍ୱିନୀ ଜିଲ୍ଲା କୋର୍ଟର ମଧ୍ୟ ଦ୍ୱାରସ୍ଥ ହୋଇଥିଲେ ।

ଜାନୁଆରୀ ୪ ତାରିଖରେ ଜିଲ୍ଲା କୋର୍ଟ ଅନ୍ତରୀଣ ଆଦେଶ କରି ତପସ୍ୱିନୀଙ୍କୁ ବ୍ରହ୍ମାନଗର ସ୍ଥିତ ଶ୍ୱଶୁର ପ୍ରମୋଦ ସାହୁଙ୍କ ଘରେ ରହିବାକୁ କହିଛନ୍ତି । ଏଥିସହ ପ୍ରତ୍ୟେକ ମାସର ୧୦ ତାରିଖ ମଧ୍ୟରେ ସୁମିତ୍‌ ୧୭ ହଜାର ଟଙ୍କା ତପସ୍ୱିନୀଙ୍କୁ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ତପସ୍ୱିନୀ ଶ୍ୱଶୁର ଘରକୁ ଯିବା ପରେ ଶ୍ୱଶୁର ଘର ଛାଡ଼ି ଯିବା ସହ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ।