PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ସୁଶାନ୍ତ ସିଂହ ରାଜପୁତ ମାମଲା –ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

https://www.indiatvnews.com/

ନୂଆଦିଲ୍ଲୀ –   ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ସାରା ଦେଶରେ ସମସ୍ତେ ଯାହା ଆଶା କରୁଥିଲେ ତାହା ହିଁ ହୋଇଛି ।  ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ତଦନ୍ତ ନେଇ ସୁପ୍ରିମ୍‌କୋର୍ଟ  ନିଜର ନିଷ୍ପତ୍ତି ଶୁଣାଇ ଦେଇଛନ୍ତି ।  ସୁପ୍ରିମ୍‌କୋର୍ଟ ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରିଛନ୍ତି ।

ଏବେ ଏହି ମମଲାର ତଦନ୍ତ ସିବିଆଇ କରିବା ନିଶ୍ଚିତ ହୋଇ ଯାଇଛି । ଦୀର୍ଘ ଦିନରୁ  ସୁଶାନ୍ତଙ୍କ ପରିବାର ଓ ତାଙ୍କର ପ୍ରଶଂସକଙ୍କ ମାନେ ସିବିଆଇ ତଦନ୍ତ ଦାବି କରୁଥିଲେ। ସୁପ୍ରମ୍‌କୋର୍ଟ ବିହାରରେ ଦାଖଲ ଏଫ୍‌ଆଇଆର୍‌କୁ ସଠିକ୍‌ ବୋଲି କହିଛନ୍ତି । ଏହା ସହ ମୁମ୍ୱାଇ ପୁଲିସ୍‌କୁ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମ୍‌କୋର୍ଟଙ୍କ ନିଷ୍ପତ୍ତିରେ ମହାରାଷ୍ଟ୍ର ସରକାର ଓ ମୁମ୍ୱାଇ ପୁଲିସ୍‌କୁ ବଡ଼ ଝଟକା ଲାଗିଛି ।  

ଏହି ତଦନ୍ତରେ ସାହାଯ୍ୟ କରିବାକୁ ମହାରାଷ୍ଟ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ବନ୍ଧିତ ଖବର