PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ଆଜି ସୁପ୍ରିମକୋର୍ଟରେ ଧାରା ୩୭୦ ଉପରେ ଦାଖଲ ୧୦ ଯାଚିକାର ହେବ ଶୁଣାଣି

ନୂଆଦିଲ୍ଲୀ ୨୮।୭: ଧାରା ୩୭୦ ହଟିବା ପରେ ଆଜି ଜମ୍ମୁ-କାଶ୍ମୀର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ସୁପ୍ରିମକୋର୍ଟ ଆଜି ଧାରା ୩୭୦କୁ ନେଇ ଦାୟର ହୋଇଥିବା ୧୦ଟି ଯାଚିକା ଉପରେ ଶୁଣାଣି କରିବେ । କେନ୍ଦ୍ର ସରକାର ଅଗଷ୍ଟ ୫ରେ ଜମ୍ମୁ-କାଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଧାରା ୩୭୦କୁ ହଟାଇ ଦେଇଥିଲେ ।

ଅନେକ ସଂଗଠନ, ନେତା ଏହି ନିଷ୍ପତିକୁ ବିରୋଧ ମଧ୍ୟ କରିଥିଲେ । କିନ୍ତୁ ଏହି ସମସ୍ତ ପ୍ରସଙ୍ଗ ଭିନ୍ନ ଅଟେ । କିଛି ଯାଚିକା ଧାରା ୩୭୦ ଉଚ୍ଛେଦ ବିରୋଧରେ ରହିଛି । ଆଉ କିଛି ଜମ୍ମୁ-କାଶ୍ମୀରର ପୂନର୍ଗଠନ ଓ ଘାଟିରେ ଲଗାଯାଇଥିବା ପ୍ରତିବନ୍ଧକ ବିରୋଧରେ ରହିଛି । ସିଜେଆଇ ରଂଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ବେଂଚ ଏହି ସମସ୍ତ ଯାଚିକା ଉପରେ ଶୁଣାଣି କରିବେ ।