PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

ସୋସିଆଲ ମିଡିଆରେ ଟ୍ରେଣ୍ଡ ମଚାଇଲା ସର୍ଜିକାଲ ଷ୍ଟ୍ରାଇକ୍-୨: ପାକିସ୍ତାନକୁ ଟ୍ରୋଲ୍ କଲେ ୟୁଜର୍ସ, ଦେଖନ୍ତୁ ଭାଇରାଲ ମିମ୍ସ

source:hindi.news18.com

ସର୍ଜିକାଲ ଷ୍ଟ୍ରାଇକ୍-୨ ପରେ ଦେଶରେ ଖୁସିର ମାହୋଲ ଦେଖିବାକୁ ମିଳିଛି । ସମସ୍ତେ, ଭାରତୀୟ ବାୟୁସେନା ଓ ସରକାରଙ୍କୁ ପ୍ରଶଂସା କରୁଛନ୍ତି । ସୋସିଆଲ ମିଡିଆରେ ମଧ୍ଯ ଏହାର ଜବରଦସ୍ତ ପ୍ରତିକ୍ରିୟା ଦେଖିବାକୁ ମିଳିଛି । ଫେସବୁକ୍ ଓ ଟ୍ୱିଟରରେ ଟ୍ରେଣ୍ଡ ମଚାଇଛି ସର୍ଜିକାଲ ଷ୍ଟ୍ରାଇକ୍ ୨ । ପାକିସ୍ତାନ ଓ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କୁ ଟ୍ରୋଲ୍ କରିବାରେ ଲାଗିପଡିଛନ୍ତି ୟୁଜର୍ସ । ସୋସିଆଲ ମିଡିଆରେ ମିମ୍ସ ଭାଇରାଲ ହେବାରେ ଲାଗିଛି ।  ଭାଇରାଲ ହେଉଥିବା ଏହି ମିମ୍ସକୁ ଦେଖିଲେ ଆପଣ ମଧ୍ଯ ନିଜ ହସ ରୋକିପାରିବେନି । ତେବେ ଆସନ୍ତୁ ଦେଖିବା କିଛି ମଜାଦାର ମିମ୍ସ …