PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଭାରତରେ ହେବ ଟି-୨୦ ବିଶ୍ୱକପ୍‌

timesofindia.indiatimes.com/

ଦୁବାଇ:  – ଭାରତରେ ଅନୁଷ୍ଠିତ ହେବ ଟି-୨୦ ବିଶ୍ୱକପ୍‌ ୨୦୨୧।  ଆଇସିସି ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ନେଇ ଆଲୋଚନା ହୋଇଥିଲା । କୋଭିଡ୍-୧୯ ମୁକାବିଲା ଓ ନିରାକରଣ ମଧ୍ୟ ଆଲୋଚନାର ଅନ୍ୟତମ ବିଷୟ ବସ୍ତୁ ରହିଥିଲା।

ବିସିସିଆଇ ଓ କ୍ରିକେଟ୍ ଅଷ୍ଟ୍ରେଲିଆର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ହୋଇଥିବା ଏହି ଏହି ଅନଲାଇନ୍ ବୈଠକରେ ଉଭୟ ବୋର୍ଡର ମୁଖ୍ୟମାନେ ୨୦୨୧ ଓ ୨୦୨୨ ମସିହାରେ ଆୟୋଜିତ ହେବାକୁ ଥିବା ଦୁଇଟି ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ଆୟୋଜନ ନେଇ ନିଜ ନିଜର ମତ ରଖିଥିଲେ ।

 

ସମ୍ବନ୍ଧିତ ଖବର