ପ୍ରମୁଖ ଖବର
  • ଦିନକ ପରେ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା, ନରେନ୍ଦ୍ରରେ ଚାପ ଖେଳିବେ ମଦନମୋହନ
  • ||
  • ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, କୃଷ୍ଣପ୍ରସାଦପୁରରେ କରିବେ ପ୍ରଚାର
  • ||
  • ଝାରସୁଗୁଡ଼ା, ପଡିଆରୁ ୩ ମୃତଦେହ ଠାବ, ଗୋଟିଏ ପରିବାର ହୋଇଥିବା ସନ୍ଦେହ
  • ||
  • ଆଇପିଏଲ ମହାସମରରେ ପଞ୍ଜାବ କିଙ୍ଗ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ହାରିଲେ ବିଦା
  • ||
  • ବିଏମ୍‌ସି କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଏଣିକି ବିଳମ୍ବରେ ଅଫିସ୍ ଆସିଲେ ଦରମା କାଟ୍‌
  • ||
  • ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ, କନ୍ଧମାଳରେ କ୍ୟାମ୍ପେନିଂ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା, ୧୫ ଯାଏ ଉପକୂଳରେ ବଢ଼ିବନି ତାତି
  • ||

୨୮ରେ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଭାରତୀୟ ଦଳ ଘୋଷଣା!

ନୂଆଦିଲ୍ଲୀ,୨୬/୦୪:  ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ପାଇଁ ଭାରତୀୟ  ଦଳ ଘୋଷଣା ଚଳିତ ମାସ ଶେଷ  ସପ୍ତାହରେ ହେବ ବୋଲି ପୂର୍ବରୁ  ସୂଚନା ରହିଥିଲା । ତେବେ ଯାହା  ସୂଚନା ରହିଛି, ଆସନ୍ତା ୨୮ କିମ୍ବା ୨୯  ତାରିଖରେ ନୂଆଦିଲ୍ଲୀରେ ଜାତୀୟ ଚୟନ କମିଟିର ବୈଠକ ବସିବ ଏବଂ ଦଳ ଘୋଷଣା କରାଯିବ । ବିଶ୍ୱକପ୍‌ ପାଇଁ ଦଳ ଘୋଷଣାର ଶେଷ ତାରିଖ ଆସନ୍ତା ୧  ତାରିଖ ରହିଛି । ଯାହା ଆଶା କରାଯାଉଛି ଅଧିନାୟକ ରୋହିତ ଶର୍ମା ବୈଠକରେ ପ୍ରତ୍ୟକ୍ଷ ଭାବେ ଉପସ୍ଥିତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.