ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇଙ୍କର ପରଲୋକ-ତିନିମାସ ତଳେ କରୋନା ଆକ୍ରାନ୍ତ ହୋଇଥିଲେ

ଗୌହାଟୀ- ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରୁଣ ଗୋଗଇଙ୍କର ୮୪ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡି ଯିବାରୁ ଗୌହାଟୀ ମେଡିକାଲ ସାଇନ୍ସ କଲେଜରେ ଚିକିତ୍ସା କରାଯାଉଥିଲା

ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ସେ ତିନିମାସ ତଳେ କରୋନା ଆକ୍ରାନ୍ତ ହୋଇଥିଲେ । ଶନିବାରରେ ତାଙ୍କର ଅବସ୍ଥା ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତିକରାଯାଇଥିଲା।