PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ସ୍କୁଲରେ ପଶି ଶିକ୍ଷୟିତ୍ରୀ ସ୍ତ୍ରୀଙ୍କ ତଣ୍ଟି କାଟିଦେଲେ ଶିକ୍ଷକ ସ୍ବାମୀ, ବର୍ଷେ ତଳେ ହୋଇଥିଲା ବିବାହ

ବଲାଙ୍ଗିର ୨୨।୯: ସ୍କୁଲ ଭିତରେ ପସି ଜଣେ ଶିକ୍ଷୟିତ୍ରୀଙ୍କ ସ୍ବାମୀ ତାଙ୍କ ତଣ୍ଟି କାଟି ଦେଇଛନ୍ତି । ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଦୁର୍ଗାପାଲି ଉଚ୍ଚ ବିଦ୍ୟାଳୟରେ ଏପରି ଅଭାବନୀୟ ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ଶିକ୍ଷୟିତ୍ରୀ ସଞ୍ଜୁରାଣୀ ଦେବ(୩୦)ଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନୃଶଂସ ସ୍ବାମୀ ପ୍ରଦୀପ ପଣ୍ଡାକୁ ପୁଲିସ କାବୁ କରି ଥାନାକୁ ନେଇଥିବା ଜଣାଯାଇଛି ।

ଶିକ୍ଷୟିତ୍ରୀଙ୍କ କହିବା ଅନୁସାରେ, ବର୍ଷେ ହେଲା ଆଗଲପୁର ବନ୍ଧବାହାଲର ପ୍ରଦୀପ ପଣ୍ଡାଙ୍କ ସହ ବିବାହ ହୋଇଥିଲା । ସେ ମଧ୍ୟ ଟିଟିଲାଗଡ଼ର ଏକ ସ୍କୁଲରେ ଶିକ୍ଷକ ଆଛନ୍ତି । ତେବେ ଶାଶୁଘର ଲୋକେ ନିର୍ଯାତନା ଦେଉଥିବାରୁ ସେ ଡିଭୋସ ଫାଇଲ କରିଥିଲେ । ପୁର୍ବରୁ ମଧ୍ୟ ସେ ତାଙ୍କୁ ମାଡ଼ ମାରୁଥିଲେ । ଆଜି ସ୍କୁଲରେ ପହଞ୍ଚି ସମସ୍ତଙ୍କୁ ଛୁରି ଦେଖାଇଥିଲେ । ତାଙ୍କ କେଶକୁ ଧରି ବେକକୁ ଛୁରୀରେ କାଟିଦେଇଥିଲେ । ପରେ ଶିକ୍ଷକ ଓ ସ୍ମାର୍ଟ କାର୍ଡ ବଣ୍ଟନ ପାଇଁ ଉପସ୍ଥିତ ଥିବା ଗ୍ରାମବାସୀ ତାଙ୍କୁ ଧରି ପୁଲିସକୁ ଦେଇଥିଲେ । ତାଙ୍କ ଠାରୁ ଏକ ଲୁହା ଚେନ ଓ ପେଟ୍ରୋଲ ମଧ୍ୟ ଜବତ କରାଯାଇଥିବା ଜଣାପଡିଛି ।