PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ମନ୍ଦିର ଭିତରେ ବୁଲିବୁଲି ଭୋଗ ଖାଉଛି ଭାଲୁ, ସ୍ଥାନୀୟ ଲୋକେ ଆତଙ୍କିତ

ଧର୍ମଗଡ଼, ୨୪/୦୧ : ମନ୍ଦିରରେ ବୁଲିବୁଲି ଭୋଗ ଖାଉଛି ଭାଲୁ l ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତରେ ଥିବା ଆମପାଣି ବୁଡାରାଜା ମନ୍ଦିରରେ l ରବିବାର ରାତିରେ ଏକ ଭାଲୁ ମନ୍ଦିର ପରିସର ଭିତରକୁ ପଶିଆସି ନଡ଼ିଆ, କଦଳୀ ଆଦି ଭୋଗ ଖାଇ ପୁଣି ଜଙ୍ଗଲ ଭିତରକୁ ଚାଲି ଯାଇଛି। ତେବେ ଜନବସତି ମୁହାଁ ଭାଲୁ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗ୍ରାମବାସୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି।