PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ଫାଇନ ପାଇଁ ରାଜମହଲ ଛକରେ ପୋଲିସ୍-ପବ୍ଲିକ୍ ହାତାହାତି: ଉତ୍ୟକ୍ତ ଲୋକଙ୍କ ଉପରେ ପୋଲିସର ଲାଠିଚାର୍ଜ

ଭୁବନେଶ୍ବର, ୭।୯: ନୂତନ ସଂଶୋଧିତ ମୋଟର ଯାନ ଆଇନ୍ ଲାଗୁ ହେବା ପରେ ଦେଶର ବିଭିନ୍ନ ସ୍ଥାନରେ ଏବଂ ରାଜ୍ୟରେ ଆରମ୍ଭ ହୋଇଛି କଡା ନିୟମ। ବାହନ ଚାଳକଙ୍କଠାରୁ ପୂର୍ବ ତୁଳନାରେ ଅତ୍ୟାଧିକ ପରିମାଣରେ ଏବେ ଫାଇନ ନିଆଯାଉଛି। ଏହି କାରଣକୁ ନେଇ ଆଜି ରାଜଧାନୀ ଭୁବେନଶ୍ବରର ସାଧାରଣ ଲୋକଙ୍କ ମଧ୍ୟରେ ଦେଖିବାକୁ ମିଳିଛି ଉତ୍ତେଜନା। ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ବେଳେ ନିରୀହ ଲୋକଙ୍କୁ ଧରି ପୋଲିସ ଜୁଲମ କରୁଥିବା ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ଆଜି ରାଜମହଲରେ ଶହ ଶହ ଲୋକ ଉତ୍ତେଜନା ସୃଷ୍ଟି କରିଥିବାରୁ ପୋଲିସକୁ କରିବାକୁ ପଡିଛି ଲାଠିଚାର୍ଜ।

ଫାଇନ୍ ପାଇଁ ରାଜମହଲ ଛକରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଗାଡିର ଫିଟନେସ୍ କାଗଜପତ୍ର ମାଗିଛନ୍ତି ଉତ୍ତ୍ୟକ୍ତଲୋକେ ।ପୋଲିସ ଗାଡି ଜ୍ରାଇଭରକୁ ମଧ୍ୟ ଲାଇସେନ୍ସ ମାଗିଛନ୍ତି । ଅନ୍ୟପଟେ ମୋ ବସ୍‌ ରେ ଓଭର ଲୋଡିଂ ପାଇଁ ଫାଇନ୍ ଦାବି କରିବା ସହ ରାଜମହଲ ଛକରେ ମୋ ବସ୍ କୁ ଅଟକାଇଲେ ସାଧାରଣଲୋକ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।ଶହ ଶହ ସଂଖ୍ୟାରେ ସାଧାରଣ ଲୋକ ରୁଣ୍ଡ ହୋଇଥିବାରୁ ଖୁବ୍ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ ଆୟତ୍ତ କରିବାକୁ ଯାଇ ଲାଠିଚାର୍ଜ କରିଛି ପୋଲିସ ।