PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଆରମ୍ଭ ହେଲା ସର୍ବଦଳୀୟ ବୈଠକ, ଉଠି ଆସିଲେ ବିରୋଧି ଦଳ ଉପନେତା ବିଷ୍ଣୁ ସେଠୀ

ଭୁବନେଶ୍ବର, ୨୯/୧୧:  ଦିନକ ପରେ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ସୋମବାର ସର୍ବଦଳୀୟ ବୈଠକ ବସିଛି । ବାଚସ୍ପତିଙ୍କ ଅଧ୍ୟତାରେ ଚାଲିଛି ଏହି ବୈଠକ । ଏଥିରେ ସଂସଦୀୟ ବ୍ୟାପାରମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉପସ୍ଥିତ ରହିଛନ୍ତି ।

ସେହିଭଳି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଉପସ୍ଥିତ ଅଛନ୍ତି । ମାତ୍ର ବୈଠକରୁ ଉଠି ଆସିଛନ୍ତି ବିରୋଧି ଦଳ ଉପନେତା ବିଷ୍ଣୁ ସେଠୀ ।