PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ପ୍ରେମ ପାଇଁ ଆତ୍ମହତ୍ୟା ! ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ୧୦।୮ : ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର। ବ୍ରହ୍ମପୁର ଗୁଡସ ରୋଡ଼ ନିକଟ ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଗୋଷାଣିନୂଆଗାଁ ଦଶଘରିଆ ସାହିର ଲୋକନାଥ ସାହୁଙ୍କ ପୁଅ ସୀମନ ସାହୁ।

ସୂଚନାଯୋଗ୍ୟ ଯେ, ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ପ୍ରେମ ଜନିତ କାରଣରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପିତା ଲୋକନାଥ ସାହୁ । ରେଳ ଧାରଣାରେ ଶରୀରରୁ ମୁଣ୍ଡ ଅଲଗା ହୋଇ ଶବ ପଡିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧିତ ଖବର