ରାଜ୍ୟର ମାଣବସା ଗୁରୁବାର, ଛଉ ନୃତ୍ୟ ଏବଂ ରାବଣ ଛାୟାକୁ ‘ଇନଟାଞ୍ଜିବଲ୍ କଲଚରାଲ ହେରିଟେଜ୍’ ତାଲିକାରେ ସାମିଲ କଲେ ଭାରତ ସରକାର

ଭାରତ ସରକାରଙ୍କ ନିର୍ଣ୍ଣୟ ଓଡିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରର ଉପସ୍ଥାପିତ କରିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,ଏପ୍ରିଲ ୨୨ – ‘ଇନଟାଞ୍ଜିବଲ୍ କଲଚରାଲ ହେରିଟେଜ୍’ ତାଲିକାରେ ଭାରତ ସରକାର ଓଡିଶାର ୩ଟି ସାଂସ୍କୃତିକ ପରମ୍ପରାକୁ ସାମିଲ କରିଥିବାରୁ ଏହି  ଐତିହାସିକ ନିର୍ଣ୍ଣୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପେଟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭାରତ ସରକାରଙ୍କ ଏହି  ନିର୍ଣ୍ଣୟ ଓଡିଶାର ଅନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲିକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି ।

 ‘ଇନଟାଞ୍ଜିବଲ୍ କଲଚରାଲ ହେରିଟେଜ୍’ ତାଲିକାରେ  ଓଡିଶାର ୩ଟି ସାସ୍କୃତିକ ପରମ୍ପରାକୁ ଭାରତ ସରକାର ସାମିଲ କରିଛନ୍ତି । ମାଣବସା ଗୁରୁବାର, ଛଉ ନୃତ୍ୟଏବାଂ  ରାବଣ ଛାୟାକୁ ଏହି  ତାଲିକାରେ ସାମିଲ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟ୍ୱିଟ କରିଛନ୍ତି ।

   ସମ୍ବନ୍ଧିତ ଖବର


ଓକିଲଗୁଡା ପଥର ଖାଦାନ ବିସ୍ଫୋରଣ ଘଟଣା : ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ ସସ୍‌ପେଣ୍ଡ

ନିବେଶକଙ୍କ ପ୍ରଥମ ପସନ୍ଦ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ରାସ୍ତାରେ ଝାଡୁମାରି ଚର୍ଚ୍ଚାରେ ଥିବା ଟ୍ରାଫିକ୍ କନେଷ୍ଟବଳଙ୍କୁ ସମ୍ବର୍ଦ୍ଦିତ କଲେ କମିଶନର…

ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ: ମୃତ୍ୟୁସଂଖ୍ୟା ୧୧୮୧କୁ ବୃଦ୍ଧି

ଚାକିରି ନ ମିଳିବାରୁ ଆତ୍ମହତ୍ୟା ! ଜୀବନ ହାରିଲେ ସିଭିଲ୍‌ ଇଞ୍ଜିନିୟରିଂ ଛାତ୍ର

ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଓଡ଼ିଆଙ୍କ ବାଜିମାତ; ଅନୁଷ୍କା, ହିତେଶ ହାତେଇଲେ ୧୩ ପୁରସ୍କାର…