PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଶ୍ରୀଲଙ୍କା ବିସ୍ଫୋରଣରେ ମୃତାହତଙ୍କ ସଂଖ୍ୟା ୨୦୦ରୁ ଊର୍ଦ୍ଧ୍ବ, ୭ ଗିରଫ

ନୂଆଦିଲ୍ଲୀ,୨୧।୪: କଲୋମ୍ବୋ ଓ ଶ୍ରୀଲଙ୍କାର ବହୁ ଅଞ୍ଚଳରେ ଇଷ୍ଟର ସମୟରେ ୮ଟି ବୋମା ବିସ୍ଫୋରଣ ହୋଇଛି।  ୩ଟି ଚର୍ଚ୍ଚ ଓ ୪ଟି ହୋଟେଲରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ମୃତକଙ୍କ ସଂଖ୍ୟା ବଢିକି ୨୦୭ରେ ପହଁଞ୍ଚି ଯାଇଛି ଓ ୪୫୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସରକାର କହିଛନ୍ତି ଅଧିକାଂଶ ବିସ୍ଫୋରଣ ଆତ୍ମଘାତୀଙ୍କ ଦ୍ବାରା ହୋଇଛି ।ମୃତକଙ୍କ ଭିତରେ ୩୫ ଜଣ ବିଦେଶର ରହିଥିବା ବେଳେ ଜଣେ ଭାରତୀୟ ରହିଛନ୍ତି। ସେ କେରଳର ବୋଲି ଜଣାପଡିଛି।

ଅନ୍ୟପକ୍ଷେ ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ବୟାନ ଜାରି କରି ସାରାଦେଶରେ ସନ୍ଧ୍ୟା ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବାର ଘୋଷଣା କରାଯାଇଚି। ସେଭଳି ଏହା ସହିତ କୁହାଯାଇଛି ଯେ, ୨୨ ଓ ୨୩ ଅପ୍ରେଲରେ ସରକାରୀ ଛୁଟି ରହିବ। ସେଭଳି ହ୍ବାଟସ୍ଆପ୍ ଓ ଫେସବୁକ୍ ଭଳି ସୋସିଆଲ ମିଡିଆ ପ୍ଳାଟଫର୍ମରେ ତତ୍କାଳ ପ୍ରଭାବରୁ ବ୍ଳକ କରି ଦିଆଯାଇଛି।

ଏହି ଘଟଣାରେ ଭାରତର ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀଲଙ୍କା ଆକ୍ରମଣକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି ଶ୍ରୀଲଙ୍କାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଭାରତ ନିନ୍ଦା କରୁଛି ଓ ଦେଶର ଲୋକ ଓ ସରକାରଙ୍କ ପ୍ରତି ଆମର ସମବେଦନା ରହିଛି। ଏଭଳି ହିଂସାକୁ ସଭ୍ୟ ସମାଜରେ କୌଣସି ସ୍ଥାନ ନାହିଁ। ଆମେ ଶ୍ରୀଲଙ୍କା ସହିତ ରହିଛୁ। ସେଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି ଶ୍ରୀଲଙ୍କାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣକୁ କଡା ନିନ୍ଦା କରୁଛି। ଏଭଳି ବର୍ବରତା ପାଇଁ ଆମ କ୍ଷେତ୍ରରେ ଏହାର ସ୍ଥାନ ନାହିଁ। ଭାରତ ଶ୍ରୀଲଙ୍କାର ଲୋକଙ୍କ ସହିତ ଏକଜୁଟ ହୋଇ ଠିଆ ହୋଇଛୁ।

ସମ୍ବନ୍ଧିତ ଖବର