ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ଦେଲେ ଶିକ୍ଷକ


ଖୋର୍ଦ୍ଧା ୧୪।୫ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧିନସ୍ଥ ସମସ୍ତ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଯଥା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମାନଙ୍କର ଏକଦରମା ଗୋଷ୍ଠୀ ଶିକ୍ଷାଧିକାରୀ ମଧୁସୂଦନ ମଲ୍ଲିକଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫ ଲକ୍ଷ ୫୫ ହଜାର ୧୪ ଟଙ୍କା ସହଯୋଗ ରାଶି ପ୍ରଦାନ କରାଯାଇଛି। ସିଆରସିସି ମାନଙ୍କ ଉଦ୍ୟମରେ ୧୧ ଟିକ୍ଲଷ୍ଟର ଶିକ୍ଷକ ଶିକ୍ଷୟିତ୍ରୀ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି।

   ସମ୍ବନ୍ଧିତ ଖବର


ବେଣୁଙ୍କ ବିଧାନସଭା ସ୍ୱପ୍ନ ସାକାର ପାଇଁ ରିକ୍ସାରେ ପ୍ରଚାର କଲେ ରାଣୀ ପଣ୍ଡା

ଆମେରିକାରେ ସମସ୍ତଙ୍କୁ ମାଗଣା କୋରନା ଟିକା ଦେବା ପାଇଁ ଘୋଷଣା କଲେ ରାଷ୍ଟ୍ରପତି ପ୍ରାର୍ଥୀ ବିଡେନ୍‌

୨୦୨୧ ମାର୍ଚ୍ଚ ସୁଦ୍ଧା ସରିବ ସ୍ୱର୍ଗଦ୍ୱାର ନବୀକରଣ କାମ…ଶ୍ରୀକ୍ଷେତ୍ରରେ ଗୋଶାଳା, ଭିକ୍ଷୁକ ଥଇଥାନ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌

ବଲାଙ୍ଗୀର ପୋଲିସ୍‌ ହାତରେ ବଡ ଲୁଟେରା ଗ୍ୟାଙ୍ଗ, ୩ ବାଇକ୍ ଓ ପିସ୍ତଲ ସମେତ ଅଫୁଟା ଗୁଳି ଜବତ…

ନକଲି ଜର୍ଦ୍ଦା କାରବାର ଉପରେ ଚଢ଼ାଉ ବେଳେ ପୋଲିସ ଓ ସାମ୍ବାଦିକଙ୍କୁ ମାଡ଼, ଛଡାଇ ନେଲେ ବୁମ୍-କ୍ୟାମେରା…

ମିଥ୍ୟା ପ୍ରତିଶ୍ରୁତି ଦେଇ ଜମି ଠକିନେଲା MCL ! ଏଯାଏଁ ମିଳିଲାନି କ୍ଷତିପୂରଣ, ଦୁଇଦିନ ହେବ ଅନଶନରେ ଜମି ମାଲିକ…