ଓଡ଼ିଶାରେ ମଧ୍ଯ ତ୍ରିପୁରା ଭଳି ଫଳାଫଳ ହେବ: ଜେଟଲୀ

ନୁଆଦିଲ୍ଲୀ ୩୧/୩: ଓଡିଶାରେ ମଧ୍ଯ ତ୍ରିପୁରା ଭଳି ଫଳାଫଳ ହେବ ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀ । ରବିବାର ନିଡ ଟ୍ୱିଟର ହ୍ଯାଣ୍ଡେଲରେ ଏକ ଭିଡିଓ ସେୟାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀ । ଭିଡିଓରେ ସେ କହିଛନ୍ତି ଯେ ଓଡିଶାରେ ତ୍ରିପୁରା ଭଳି ଫଳାଫଳ ଦେଖିବାକୁ ମିଳିବ । ପଶ୍ଚିମବଙ୍ଗ ଓ କେରଳରେ ମଧ୍ଯ ସମାନ ଫଳାଫଳ ଆସିବ ବୋଲି ସେ  କହିଛନ୍ତି ।

   ସମ୍ବନ୍ଧିତ ଖବର


ଏହି ରାଜ୍ୟରେ ଜୁନ୍ ମାସ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇଙ୍କର ପରଲୋକ-ତିନିମାସ ତଳେ କରୋନା ଆକ୍ରାନ୍ତ ହୋଇଥିଲେ

ଚିରା ପାସପୋର୍ଟ ଯୋଗୁଁ ଏୟାରପୋର୍ଟରେ ଖୋଲିଗଲା ପତିଙ୍କ ରାଜ୍, ରାଗରେ ପତ୍ନୀ ନେଲେ ଏମିତି ନିଷ୍ପତ୍ତି…

ଜୀବିତ ଯୁବକଙ୍କ ପୋଷ୍ଟମର୍ଟମ ! ଆଉ ତା ପରେ…

କରୋନା:ଭାରତରେ ଟ୍ରାଏଲ୍‌ ଚାଲିଥିବା ଅକ୍ସଫର୍ଡ ଟିକା ୯୦ ପ୍ରତିଶତ ପ୍ରଭାବୀ

ତରୁଣ ଗୋଗୋଇଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର,ଗସ୍ତ କାର୍ଯ୍ୟକ୍ରମ ରଦ୍ଦ କରି ଗୌହାଟି ପହଁଞ୍ଚିଲେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ