PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

କିଡ଼ନୀକୁ ସୁସ୍ଥ ରଖିବାକୁ ଚାହୁଁଛନ୍ତି କି ? ଏହି ୫ଟି ଖାଦ୍ୟକୁ ନିଜ ଡାଏଟରେ କରନ୍ତୁ ସାମିଲ

ସୁସ୍ଥ ରହିବା ପାଇଁ ସୁସ୍ଥ ଖାଦ୍ୟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସୁସ୍ଥ ଖାଦ୍ୟ କେବଳ ଶରୀରରେ ପୋଷକ ତତ୍ତ୍ୱର ଅଭାବ ପୂରଣ କରେ ନାହିଁ । ବରଂ ଏହା ଅନେକ ରୋଗରୁ ରକ୍ଷା କରିବାରେ ମଧ୍ୟ ସାହାଯ୍ୟ କରିଥାଏ । ଆମେ ଆପଣଙ୍କୁ ଏପରି କିଛି ଖାଦ୍ୟ ବିଷୟରେ କହିବୁ ଯାହା କିଡନୀକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ ।

ପାଳଙ୍ଗ :

ପାଳଙ୍ଗ ହେଉଛି ଏକ ସବୁଜ ପତ୍ରଯୁକ୍ତ ପନିପରିବା । ଯେଉଁଥିରେ ଭିଟାମିନ୍ ଏ, ସି, କେ, ଆଇରନ୍, ମ୍ୟାଗ୍ନେସିୟମ୍ ଏବଂ ଫୋଲେଟରେ ଭରପୂର ଅଟେ । ବିଟା-କାରୋଟିନ୍ ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରିଥାଏ । ପାଳଙ୍ଗ ଖାଇଲେ କିଡନୀ ସୁସ୍ଥ ରହିଥାଏ ।

କ୍ୟାପସିକମ୍ :

କ୍ୟାପସିକମରେ ଆଣ୍ଟିଅକ୍ସିଡାଣ୍ଟ ଥାଏ । ଏଥିରେ ଭିଟାମିନ୍ ସି ମଧ୍ୟ ଥାଏ । ଖାଦ୍ୟରେ କ୍ୟାପସିକମ୍ ସରମିଲ କରି କିଡନୀ ସମସ୍ୟାକୁ ଏଡାଯାଇପାରିବ ।

ରସୁଣ :

ରସୁଣରେ ସୋଡିୟମ୍, ପୋଟାସିୟମ୍ ଏବଂ ଫସଫରସ ବହୁତ କମ୍‌ ଥାଏ। ରସୁଣ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ଅଟେ ।

 ପିଆଜ :

ପ୍ରାୟ ସମସ୍ତ ପ୍ରକାରର ରୋଷେଇରେ ପିଆଜ ବ୍ୟବହାର କରାଯାଏ । ପିଆଜରେ ଫ୍ଲାଭୋନାଇଡସ ଥାଏ । ଏହି ଆଣ୍ଟିଅକ୍ସିଡାଣ୍ଟ କିଡନୀକୁ ରୋଗରୁ ଦୂରେଇ ରଖିବାରେ ସାହାଯ୍ୟ କରିଥାଏ ।

ଅଙ୍ଗୁର :

ଅଙ୍ଗୁରରେ ଫ୍ଲାଭୋନାଇଡସ ଗୁଣ ଅଛି । କିଡନୀକୁ ସୁସ୍ଥ ରଖିବା ପାଇଁ ଆପଣ ଅଙ୍ଗୁର ଖାଇପାରିବେ ।