PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଜ୍ଞାନବ୍ୟାପୀ ମସଜିଦ୍‌ ବିବାଦ। ୩୦ରେ ଦୁଇ ପକ୍ଷଙ୍କୁ ମିଳିପାରେ ସର୍ଭେ ଭିଡିଓ। ଜ୍ଞାନବ୍ୟାପୀ ସର୍ଭେ ଭିଡିଓକୁ ନେଇ ଜିଲ୍ଲା କୋର୍ଟଙ୍କ ନିର୍ଦ୍ଦେଶ। ଆସନ୍ତା ୩୦ରୋ ଦୁଇ ପକ୍ଷଙ୍କୁ ମିଳିପାରେ ଭିଡିଓ।
  • ||
  • କଟକ : ଅନୁଭବ ଓ ବର୍ଷାଙ୍କୁ ହାଇକୋର୍ଟଙ୍କ କଡ଼ା ତାଗିଦ୍, ସୋସିଆଲ ମିଡିଆରେ ପରସ୍ପରକୁ ଆକ୍ଷେପ ନ କରିବାକୁ ନିର୍ଦ୍ଦେଶ
  • ||
  • ସୋର: ରାସ୍ତାରେ ହଟହଟା ହେଲେ ଖଇରା ବିଦ୍ୟୁତ୍ ବିଭାଗ ଏସଡିଓ, ଅସ୍ଥାୟୀ ମିଟର ରିଡର କର୍ମଚାରୀଙ୍କ ବହିଷ୍କାର ଆଶଙ୍କାରେ ଆକ୍ରୋଶର ଶିକାର…
  • ||
  • ଭୁବନେଶ୍ବର: ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍, ୨୮୫ କୋଟି ଅନୁମୋଦନ…
  • ||
  • ଭୁବନେଶ୍ୱର: ପେଟ୍ରୋଲିୟମ ଡିଲର୍ସ ଆସୋସିଏସନର ପକ୍ଷରୁ ଦୁଇ ଦିନିଆ ଧର୍ମଘଟ, ସନ୍ଧ୍ୟା ୬ରୁ ସକାଳ ୬ ବନ୍ଦ ରହିବ ସମସ୍ତ ପେଟ୍ରୋଲ ଟାଙ୍କି
  • ||
  • ଭୁବନେଶ୍ଵର: ରାଜ୍ୟରେ ତଳକୁ ଖସିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୦୯ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର: ‘କୋକୋ’ ଆପ୍‌ରେ ଋଣ ଠକେଇ ମାମଲା : ଦିଲ୍ଲୀରୁ ଧରାପଡି଼ଲା ମୁଖ୍ୟ କାର୍ପଟଦାର ରାମ, ୧୦୫୮ ଭର୍ଚୁଆଲ୍‌ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍
  • ||
  • ଚିଲିକା : ଯାତ୍ରୀବାହୀ ଡଙ୍ଗାର ଭାଙ୍ଗିଲା ମେସିନ୍ ସ୍ଲାବ, ଚିଲିକା ମଝିରେ ଅଟକିଲେ ୪୦ରୁ ଅଧିକ ଯାତ୍ରୀ
  • ||
  • କଟକ: ଅନୁଭବ-ବର୍ଷା ବିବାହ ବିବାଦ: “ବର୍ଷା ନିଜେ ଚଲାଉଛନ୍ତି ଫ୍ୟାନ୍‌ କ୍ଲବ୍‌ ପେଜ୍‌’
  • ||
  • ଭୁବନେଶ୍ୱର: ଆସିବ ସ୍ୱଚ୍ଛତା, ଲୋକଙ୍କୁ ମିଳିବ ସୁବିଧା: ଆଜିଠୁ ଅନ୍‌ଲାଇନ୍‌ରେ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବ ବିଏମ୍‌ସି
  • ||
  • ସୁନ୍ଦରଗଡ : ଓସିଏଲ୍‌ ଆଇରନ କାରଖାନାରୁ ଲୁହା ଚୋରି କରୁଥିଲା ଚୋର, ଛାତରୁ ପଡି ଚାଲିଗଲା ଜୀବନ
  • ||
  • ଭୁବନେଶ୍ୱର: ଟ୍ରାଫିକ୍‌ ଯନ୍ତ୍ରଣାରୁ ମିିଳିବ ମୁକ୍ତି: ଜୟଦେବ ବିହାରରୁ ନନ୍ଦନକାନନ ମଧ୍ୟରେ ନିର୍ମାଣ ହେବ ସବୁଠାରୁ ଦୀର୍ଘତମ ଫ୍ଲାଏଓଭର
  • ||

ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହୁଛି କି, ଶୋଇବା ଘରେ ରଖନ୍ତୁ ନାହିଁ ଏହି ଜିନିଷ

ସମସ୍ତେ ଚାହାନ୍ତି କି ତାଙ୍କର ବୈବାହିକ ଜୀବନ ସବୁବେଳେ ସୁଖ ଶାନ୍ତିରେ କଟୁ। ଦୁହିଁଙ୍କ ମଧ୍ୟରେ ଥିବା ଭଲ ପାଇବା ଅତୁଟ ରହୁ। ମାତ୍ର ବେଳେବେଳେ ବୁଝି ହୁଏନା କେଉଁ କାରଣରୁ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ହୋଇଥାଏ। ଆଉ ତାହା ଗୋଟେ କି ଦୁଇ ଦିନ ପାଇଁ ନ ଥାଏ। ଅହରହ ସେମାନଙ୍କ ମଧ୍ୟରେ କଳହ ଲାଗି ରହିଥାଏ।

ଏହି କଳହ ପଛର କାରଣ ବେଡ଼୍ରୁମ୍ ମାନେ ଶୋଇବା ଘର ନୁହେଁ ତ। ମାନେ ଶୋଇବା ଘରେ  ଯଦି ଖଟ ଠିକ ସ୍ଥାନରେ ନ ପଡ଼ିନଥିବ ତେବେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗିରହିବ।  ପୁଣି ଖଟ ଯଦି ଠିକ ସ୍ଥାନରେ ନ ପଡ଼ିନଥିବ ତେବେ ନକାରାତ୍ମକ ଶକ୍ତି ଘରକୁ ଆସିଥାଏ। ଯଦି ଆପଣ ଚାହୁଁଛନ୍ତି ଦୁହିଁଙ୍କ ମଧ୍ୟରେ କଳହ ନ ହେଉ ତେବେ ଆପଣାନ୍ତୁ ବାସ୍ତୁ ଟିପ୍ସକୁ।

୧. କେବେ ବି ଶୋଇବା ଖଟକୁ ଝରକା କିମ୍ବା କାନ୍ଥକୁ ଲଗାଇକରି ରଖନ୍ତୁ ନାହିଁ। ଏଥିରେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଦୂରତା ବଢ଼ିଯାଏ। ଅସହଯୋଗ ଭଳି ପ୍ରକୃତି ମଧ୍ୟ ବଢ଼ିଯାଏ।

୨. ଘରର ଛାତ ତଳେ ବିମ୍ ରହିବା ଭଲ ନୁହେଁ। ପରସ୍ପର ଭିତରେ କଳହ ଲାଗି ରହିବ।

୩. ଗୋଟିଏ ଖଟରେ ମେଟ୍ରେସ ବା ଗଦି ଦୁଇ ଅଲଗା ଅଳଗା ହୋଇ ରହିବା ଭଲ ନୁହେଁ। ଦୁହିଁଙ୍କ ଭଲପାଇବାରେ ଦୂରତା ସୃଷ୍ଟି ହୋଇଥାଏ।

୪. ଯେଉଁ ବେଡସିଟ ବା ଚାଦରରେ କଣା କିମ୍ବା ଚିରି ଯାଇଥିବ ତାକୁ କେବେ ବି ଖଟରେ ପକାଇବେ ନାହିଁ।

୫. ଖଟ ତଳେ କୈାଣସି ପ୍ରକାର ବସ୍ତୁ ରଖନ୍ତୁ ନାହିଁ।