PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁମୁଡିବନ୍ଧ: ଗାଈକୁ ବଞ୍ଚାଇଲା, ଛେଳି ପଲ ଉପରେ ଚଢିଗଲା ମାଲ୍ ବୋଝେଇ ଟ୍ରକ୍, ଓଲଟିବାରୁ କ୍ୟାବିନ୍‌ରେ ପଶିଗଲେ ଡ୍ରାଇଭର ଓ ହେଲ୍ପର୍
  • ||
  • ନରସିଂହପୁର: ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ପରିବାରର ୫ ବଖରା ଘର, ପୋଡ଼ି ପାଉଁଶ ହୋଇଗଲା ଆସବାବପତ୍ର
  • ||
  • ଭୁବନେଶ୍ୱର: ଓଜେଇଇର ଏମ୍‌ବିବିଏସ୍, ବିଡ଼ିଏସ୍ କାଉନସେଲିଂ ସ୍ଥଗିତ
  • ||
  • ନୂଆଦିଲ୍ଲୀ: ଲୋକସଭାରେ ୩ କୃଷି ଆଇନ ଉଚ୍ଛେଦ ବିଲ୍ ପାରିତ
  • ||
  • କେନ୍ଦୁଝର: କାନଝରୀ ଡ୍ୟାମରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗତକାଲି ଗାଧୋଇଲା ବେଳେ ବୁଡି ଯାଇଥିଲେ…
  • ||
  • ରାୟଗଡ଼: ନିୟମଗିରି ପାହାଡର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ବ୍ୟାନର ଓ ପୋଷ୍ଟର, ଡିସେମ୍ବର ୨ ରୁ ୮ ତାରିଖ ପର୍ଯ୍ୟନ୍ତ ପିଏଲଜିଏ ସପ୍ତାହ ପାଳନ
  • ||
  • ବ୍ରହ୍ମପୁର: ସପ୍ତାହେ ହେଲା ଶାଶୂ ଘର ଆଗରେ ତପସ୍ୱିନୀ: ସ୍ୱାମୀ ଘରକୁ ଯିବେ କି ନାହିଁ ଆଜି କୋର୍ଟରେ ଶୁଣାଣି
  • ||
  • ଯାଜପୁର: ପଦ୍ମଶ୍ରୀ ନନ୍ଦ ସାରଙ୍କୁ ହତ୍ୟା ଧମକ, ବଡ଼ ପୁଅକୁ ଲହୁ ଲୁହାଣ କଲେ ଗାଁର ଅସାମାଜିକ ଯୁବକ
  • ||
  • ଭୁବନେଶ୍ୱର : ୪/୫ରେ ଆନ୍ଧ୍ର କିମ୍ବା ଓଡ଼ିଶା ଉପକୂଳ ଛୁଇଁପାରେ ସମ୍ଭାବ୍ୟ ବାତ୍ୟା, ୩ରୁ ପଡ଼ିବ ପ୍ରଭାବ,
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଏକକାଳୀନ ୩ଟି ସ୍ଥାନରେ ରେଡ୍‌, ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ଟଙ୍କା ଜବତ
  • ||
  • ପୁରୀ : ଦାରୁଦିଅଁଙ୍କ ପଇତାଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ଭୋଗରାଇ : ବାବା ଚନ୍ଦନେଶ୍ଵରଙ୍କ ମନ୍ଦିର ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ଟି ଅସ୍ଥାୟୀ ଦୋକାନ
  • ||
  • ଯାଜପୁର : ପଦ୍ମଶ୍ରୀ ନନ୍ଦ ସାରଙ୍କୁ ଆକ୍ରମଣ ଧମକ, ବଡ଼ ପୁଅକୁ ଲହୁ ଲୁହାଣ କଲେ ଗାଁର ଅସାମାଜିକ ଯୁବକ
  • ||

ଚଳିତ ସପ୍ତାହରେ ବାହାରିବ ଯୁକ୍ତ ଦୁଇ ବିଜ୍ଞାନ ଫଳ ! ମାସ ଶେଷ ସୁଦ୍ଧା କଳା, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ୍

ଭୁବନେଶ୍ୱର,୧୦/୦୮: ଚଳିତ ସପ୍ତାହରେ ବାହାରିବ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ)ର ଯୁକ୍ତ ଦୁଇ ବିଜ୍ଞାନ ଫଳ । ବିଜ୍ଞାନ ଫଳ ଶୀଘ୍ର ବାହାର କରିବା ପାଇଁ ପ୍ରକ୍ରିୟା ପ୍ରାୟ ୯୦ ପ୍ରତିଶତ କାମ ଶେଷ ହୋଇଛି । ଯେ କୌଣସି ମୂହୁର୍ତ୍ତରେ ଘୋଷଣା ହୋଇପାରେ ବୋଲି ପରିଷଦର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ହେଲେ ଆଜି ସୁଦ୍ଧା ପରିଷଦ ପକ୍ଷରୁ ଏ ନେଇ କୌଣସି ବିଦ୍ଧିବଧ ଘୋଷଣା କରାଯାଇନାହିଁ । କେଉଁ ଦିନ ବାହାରିବ ସେ ବାବଦରେ ବିଦ୍ଧିବଧ ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିବେ ।

ସେହିପରି ଚଳିତ ମାସ ଶେଷ ସୁଦ୍ଧା କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଫଳ ବାହାରିବ । ଏ ନେଇ ପୂର୍ବରୁ ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଥିଲେ । ତେବେ ସିବିଏସଇ, ଆଇସିଏସଇର ଉଭୟ ଦଶମ ଓ ଦ୍ୱାଦଶ ଫଳ ବାହାରି ସାରିଥିବାରୁ ସିଏଚଏସଇ ଫଳ ଶୀଘ୍ର ପ୍ରକାଶ କରିବାକୁ ମନ୍ତ୍ରୀ ଶ୍ରୀ ଦାଶ ପରିଷଦକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ଛାତ୍ରଛାତ୍ରୀମାନେ orissaresults.nic.in, www.chseodisha.nic.in, examresults. net ୱେବସାଇଟ୍‌ରେ ନିଜର ରେଜଲ୍ଟ୍‌ ଦେଖିପାରିବେ ।