ଚଳିତ ବର୍ଷ ପ୍ରଚଣ୍ଡ ଅଗ୍ନିବର୍ଷା, ମାର୍ଚ୍ଚରୁ ଏପ୍ରିଲ ଯାଏଁ ଆକାଶରୁ ଖସିବ ନିଆଁ

ନୂଆଦିଲ୍ଲୀ ୨୯/୨: ଦେଶର ବିଭିନ୍ନ ଭାଗରେ ଚଳିତ ବର୍ଷ ମାର୍ଚ୍ଚ-ଏପ୍ରିଲ ଏବଂ ମେ ମାସରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର-ପଶ୍ଚିମ, ପଶ୍ଚିମ, ମଧ୍ୟଭାରତ ଏବଂ ଦକ୍ଷିଣ ଭାରତ ଗ୍ରୀଷ୍ମ ପ୍ରକୋପରେ ସର୍ବାଧିକ ପ୍ରଭାବିତ ହେବ ।

ଦେଶର ପ୍ରମୁଖ ଗ୍ରୀଷ୍ମ ପ୍ରଭାବିତ ରାଜ୍ୟ ଦିଲ୍ଲୀ, ପଞ୍ଜାବ, ହରିଆଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ଗୁଜରାଟ, ମଧ୍ୟପ୍ରଦେଶ, ଛତିଶଗଡ଼, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ତେଲଙ୍ଗାନାରେ ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଗରମ ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ କହିଛି । ଏହି ସବୁ ରାଜ୍ୟରେ ସର୍ବାଧିକ ତାପମାତ୍ରା ପାଖାପାଖି ୪୩ ଡିଗ୍ରୀ ପର୍ଯ୍ୟନ୍ତ ରହିବାର ସମ୍ଭାବନା ରହିଛି ।

   ସମ୍ବନ୍ଧିତ ଖବର


ରାଜ୍ୟରେ କରୋନା ନେଲା ଆଉ ୧୪ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୧୮କୁ ବୃଦ୍ଧି

ଓଡ଼ିଶାରେ ତଳକୁ ଖସିଲା କରୋନା ଗ୍ରାଫ୍: ୨୪ଘଣ୍ଟା ଆଉ ୫୯୪ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର ଟପିଲା

କନଷ୍ଟେବଳଙ୍କୁ ମହଙ୍ଗା ପଡିଲା ପରକୀୟା ପ୍ରୀତି: ଅବିବାହିତ କହି ଯୁବତୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ, ଫେରାର କର୍ମଚାରୀକୁ ବାନ୍ଧିଲା ପୁଲିସ୍

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା କାର୍, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ହିରୋ ସୋରୁମ୍‌ ଦମ୍ପତି

ଓଡିଆ ଗୀତରେ ରାପ୍‌ ପରେ ଆଲ୍‌ବମ୍‌ ଭିଡିଓ ସୁଟିଂରେ ବ୍ୟସ୍ତ ସୁର ଭାଇନା: କୁଆଖିଆ ନଦୀ ପଠାରେ ଚାଲିଛି ମ୍ୟୁଜିକ୍‌ ଭିଡିଓ ସୁଟିଂ

କଥା ଦେଇ କଥା ରଖିଲେ ସରକାର: ସାମ୍ବାଦିକଙ୍କ ପାଇଁ ମେଗା ଯୋଜନ; ମୃତ୍ୟୁ ହେଲେ ପରିବାରକୁ ୪ ଲକ୍ଷ, ଗୃହ ଋଣ ସହ ପିଲାଙ୍କୁ ପଢ଼ା ଖର୍ଚ୍ଚ ଦେବେ