PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

ତିନି ମହଲା କୋଠା ଉପରେ ଚଢିଗଲା ଷଣ୍ଢ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ

ବାଲିପାଟଣା ୦୬/୦୮: ଟଙ୍କପାଣି ରୋଡ୍ ସ୍ଥିିତ ଏକ ନିର୍ମାଣଧିନ ତିନି ମହଲା କୋଠା ଉପରେ ଚଢିଗଲା ଷଣ୍ଢ । ଷଣ୍ଢକୁ ଉଦ୍ଧାର କରିବାକୁ ଯାଇ ନାକେଦମ୍ ହେଲେ ଅଗ୍ନିଶମ କର୍ମଚାରୀ । ଦୀର୍ଘ ସମୟ ପରିଶ୍ରମ ପରେ ଶେଷରେ ଅଗ୍ନିଶମ ବାହିନୀ ଛାତ ଉପରେ ଚଢ଼ି ଷଣ୍ଢଟିକୁ ଉଦ୍ଧାର କରିଛନ୍ତି।

ସୂଚନା ମୁତାବିକ, ଆଜି ଟଙ୍କପାଣି ରୋଡ୍ ସାଇ ବିହାର ଅଞ୍ଚଳରେ ନିର୍ମାଣଧିନ ଏକ କୋଠା ଉପରେ ଷଣ୍ଢ ଟିକୁ ଦେଖି ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଷଣ୍ଢଟି ଛାତର କଡରେ ବିପଦ ଶଙ୍କୁଳ ଅବସ୍ଥାରେ ଠିଆ ହୋଇଥିଲା । ଘଟଣା ସ୍ଥଳରେ ବାଲିଅନ୍ତା ଅଗ୍ନିଶମ ବାହିନୀ ପହଁଞ୍ଚି ସତର୍କତା ସହ ଷଣ୍ଢ ଟିକୁ ଉଦ୍ଧାର କରିଛନ୍ତି ।