PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୦ ଜିଲ୍ଲାରେ ପ୍ରବଳ ବର୍ଷିଲା, ଆଜିଠୁ ବଢ଼ିବ ତାପମାତ୍ରା
  • ||
  • ଭଞ୍ଜନଗର : ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍, ୬ ମୃତ ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରାଇରଙ୍ଗପୁର : ସାପ୍ତାହିକ ହାଟରେ ଗୁଳିକାଣ୍ଡ, ଗୋରୁ ବେପାରୀଙ୍କୁ ଗୁଳି କରି ୨୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||

୭ ଜିଲ୍ଲାରେ କୁଆପଥର ବର୍ଷା ସହ ବଜ୍ରପାତ ସମ୍ଭାବନା

source;http://old.unb.com.bd

ଭୁବନେଶ୍ୱର ୧୭/୪:  ୭ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା ।  ୭ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନାର ପୂର୍ବାନୁମାନ କଲା ପାଣିପାଗ ବିଭାଗ । ୭ ଜିଲ୍ଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଝାରସୁଗୁଡା, ସମ୍ବଲପୁର । କହିରଖୁଛୁ ଭୁବନେଶ୍ୱର ଏବେ ରାଜ୍ୟର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି । ବୁଧବାର ଏହାର ତାପମାତ୍ରା ଥିଲା ୪୧.୭ ଡିଗ୍ରୀ  । ତେବେ  ୭୨ ଘଣ୍ଟା ମଧ୍ଯରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା  ରହିଛି ।