କାଳବୈଶାଖୀ ତାଣ୍ଡବ: ୨୦ରୁ ଅଧିକ ଘରର ଉଡିଗଲା ଆଜବେଷ୍ଟସ ଓ ଚାଳ ଛପର

ଖୋର୍ଦ୍ଧା ୧୯/୪: କାଳ ବୈଶାଖୀ ପ୍ରଭାବରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ୍ ଛତାବର ପଞ୍ଚାୟତର ଜାମୁଝରୀ , ବିଂଝଗିରୀ , ରାସୋଳ ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଜାମୁଝରୀ ଗ୍ରାମର ୨୦ରୁ ଅଧିକ ଘରର ଚାଳ ଓ ଆଜବେଷ୍ଟସ ଛପର ଉଡିଯାଇଛି। ସେହିପରି ଅରିସଲ ଓ ବିଂଝଗିରୀ ଗ୍ରାମରେ ବ୍ୟାପକ କ୍ଷୟ କ୍ଷତି ହୋଇଛି। ବିପଣ୍ଣଙ୍କୁ ସରକାରୀ ସହାୟତା ଯୋଗାଇବା ପାଇଁ ଦାବି ହୋଇଛି ।

   ସମ୍ବନ୍ଧିତ ଖବର


ପ୍ରେମରେ ବିଫଳ: ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କଲା ହତାସିଆ ଯୁବକ

ରାଜ୍ୟରେ ୧୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୯୭ କୁ ବୃଦ୍ଧି

ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ପାଇଁ ପ୍ରଶାସନର କଟକଣା : ପୁରୋହିତ, କର୍ମକର୍ତ୍ତାଙ୍କ ସମେତ ୭ଜଣରୁ ଉର୍ଦ୍ଧ୍ବ ଲୋକ ରହିପାରିବେନି, କୋଭିଡ଼ ନିୟମ ଉଲ୍ଲଂଘନ କଲେ ଗଣିବେ ତଣ୍ଡ

ରାଜ୍ୟରେ ଚିହ୍ନଟ ହେଲେ ୧୬୧୭ ଜଣ କରୋନା ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ଟପିଲା

ବଡ଼ ଅଘଟଣ: ବୋମା ଭିଡୁଥିବା ବେଳେ ବିସ୍ପୋରଣ, ଜଣେ ମୃତ, ଦୁଇ ଗୁରୁତର

୧୯୯୯ ମହାବାତ୍ୟା @ ୨୧: ‘ମନେ ପଡିଲେ ଏବେ ବି ଛାତି ଥରି ଉଠେ ପ୍ରଳୟଙ୍କାରୀ ବାତ୍ୟାର ତାଣ୍ଡବ’