PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମପୁର ପୁଲିସକୁ ମିଳିଲା ବଡ ସଫଳତା- ୬୦ କେଜି ଗଞ୍ଜେଇ ସହ ୫ ଗିରଫ, ଦୁଇଟି କାର୍ ଜବତ
  • ||
  • ଯୁବନେତା ସବ୍ୟସାଚୀ ମହାପାତ୍ର ବିଜେଡିରୁ ନିଲମ୍ବିତ – ଦଳ ବିରୋଧରେ ଅରୁଚିକର ମନ୍ତବ୍ୟ ଓ ବିଶୃଙ୍ଖଳା ଆଚରଣର ଅଭିଯୋଗ
  • ||
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

କଳାହାଣ୍ଡି: ଗୁଣ୍ଡରୀ ପଞ୍ଚାୟତରେ ବାଘ ଆତଙ୍କ, ଗାଈକୁ ମାରି ଖାଇଲା କଲରାପତରିଆ

କଳାହାଣ୍ଡି ୧୩/୩: ଲାଞ୍ଜିଗଡ ବ୍ଲକ ଗୁଣ୍ଡରୀ ପଞ୍ଚାୟତରେ ବାଘ ଆତଙ୍କ । ଜଣେ ଗ୍ରାମବାସୀଙ୍କ ଗାଈକୁ ବାଘ ମାରି ଖାଉଥିବାର ଦେଖି ଆତଙ୍କିତ ହେଲେ ଗାଁ ଲୋକେ । ଜମକଣା ଗାଁର ସମୀର ନାଗଙ୍କ ଗାଈକୁ ବାଘ ମାରିଖାଉଥିବା ଦେଖି ବନବିଭାଗକୁ ଖବର ଦେଲେ ଗ୍ରାମବାସୀ । ଗତ ୨ ମାସ ହେବ ଗୁଣ୍ଡରୀ ପଞ୍ଚାୟତରେ ୧୧ଟି ଗାଁରେ ଲଗାତାର କଲରାପତରିଆ ବାଘ, ଛେଳି ଓ ଗାଈଗୁଡିଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ ହୋଇଆସୁଛି । ତେବେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ବନବିଭାଗ ।