PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିବେ ନିର୍ଭୟା ଦୁଷ୍କର୍ମକାରୀ

ନୂଆଦିଲ୍ଲୀ ୨୫/୧୨: ନିର୍ଭୟା ଗଣଦୁଷ୍କର୍ମକାରୀ ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା ୪ ଦୋଷୀ ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିବେ । ଏଥିସହିତ ଶେଷ ଆଇନଗତ ସହାୟତା ସ୍ୱରୂପ ସେମାନେ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିସନ ମଧ୍ୟ ଦାଖଲ କରିବେ । ମଙ୍ଗଳବାର ସେମାନଙ୍କ ଓକିଲ ଏହି ସୂଚନା ଦେଇଛନ୍ତି । ସେମାନେ ରାଜକ୍ଷମା ଆବେଦନ କରିଛନ୍ତି ନା ନାହିଁ ତାହା ୭ ଦିନ ଭିତରେ ଜଣାଇବାକୁ ତିହାର ଜେଲ୍‌ କର୍ତ୍ତୃପକ୍ଷ ଦୋଷୀମାନଙ୍କୁ ଗତ ବୁଧବାର ନୋଟିସ ଦେଇଥିଲେ ।

ସେମାନେ ମଙ୍ଗଳବାର ନୋଟିସର ଜବାବ ଦେଇଛନ୍ତି । ପୂର୍ବରୁ ସେମାନଙ୍କର ଦଣ୍ଡାଦେଶ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଥିଲେ । ସମସ୍ତ ୪ ଅଭିଯୁକ୍ତ ଏବେ ତିହାର ଜେଲ୍‌ରେ କଡା ସୁରକ୍ଷା ମଧ୍ୟରେ ରହିଛନ୍ତି । ୨୦୧୨ରେ ୨୩ ବର୍ଷୀୟା ପାରା ମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିଲା ।

ସମ୍ବନ୍ଧିତ ଖବର