PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ପିପିଲି ଉପନିର୍ବାଚନ ନେଇ ସ୍ଥଗିତାଦେଶ ଜାରି କଲେ ପୁରୀ ଏଡିଏମ
  • ||
  • କଟକ: ମାତା ମଠ ନିକଟରେ ସିଲଭରସିଟି ବୋଟିଂ କ୍ଲବର ଭିଡିଓ କନଫରେନ୍ସିଂ ଜରିଆରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ: କାର୍ ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ
  • ||
  • ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ବାତିଲ, ଦ୍ବାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ
  • ||
  • କର୍ଲାମୁଣ୍ଡା : କରୋନାରେ ଚାଲିଗଲା ଯୁବ ଶିକ୍ଷକଙ୍କ ଜୀବନ
  • ||
  • ତେଲକୋଇ: ଶାବକ ବାରହା ଢ଼ୁଡ ପୁଣି ନିଖୋଜ, ଗତ କିଛି ଦିନ ତଳେ ମାଆ କୁନ୍ତଳାଙ୍କ କୋଳକୁ ଫେରିଥିଲା
  • ||
  • ସମ୍ବଲପୁର: ଭିମସାରରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ସ୍ବାସ୍ଥ୍ୟ ସଚିବ ପ୍ରମୁଖଙ୍କ କୋଭିଡ ମୁକାବିଲା ସମୀକ୍ଷା, ବୁର୍ଲାରେ ମୋଟ୍ ୫୨୫ ଶଯ୍ୟା କୋଭିଡ ହସପିଟାଲ ହେବ ବୋଲି ଶ୍ରୀ ମହାପାତ୍ରଙ୍କ ସୂଚନା
  • ||
  • ନିଆଳି: ବାଲିକୁଦା ଜଙ୍ଗଲରୁ ମୃତଦେହ ଉଦ୍ଧାର, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ, ୩ଦିନ ଧରି ଏହି ଯୁବକ ନିଖୋଜ ଥିଲେ
  • ||
  • ମେଲଚ୍ଛାମୁଣ୍ଡା : ହାତୀ ଆକ୍ରମଣରେ ଜଣେ ମୃତ
  • ||
  • ବୌଦ୍ଧ: ବୌଦ୍ଧ ଆଇ.ଟି.ଆଇ. ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟକୁ ଘେରିଲେ ଉତ୍ତ୍ୟକ୍ତ ଛାତ୍ରଛାତ୍ରୀ
  • ||
  • ସାଲେପୁର: ବିଦ୍ୟୁତଘାତରେ କେବୁଲ ଅପେରେଟର ମୃତ୍ୟୁ। ବିଦ୍ୟୁତ ଖୁଣ୍ଟରେ ଚଢ଼ି କେବୁଲ କାର୍ଯ୍ୟ କରୁଥିବା ବେଳେ ଅଘଟଣ
  • ||
  • ଭୁବନେଶ୍ଵର: ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ ବିଏମ୍‌ସିର କଟକଣା, ଖୁବଶୀଘ୍ର ଆସିବ ଏସ୍‌ଓପି
  • ||
  • ଜଳେଶ୍ୱର: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଠାବ
  • ||
  • ନୟାଗଡ଼: କଟକ ଅବକାରୀ ଗୋଇନ୍ଦା ବିଭାଗ ଦ୍ବାରା ୨କିଲୋ ୩୦୦ଗ୍ରାମ ଅଫିମ ଜବତ, ଜଣେ ଗିରଫ
  • ||
  • ପୁରୀ: ଶ୍ରୀମନ୍ଦିର ସହ ଜଡ଼ିତ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ : ସେବାୟତଙ୍କ ସମେତ ଏକାଧିକ କର୍ମଚାରୀ ସଂକ୍ରମିତ
  • ||
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଆସନ୍ତାକାଲି ପ୍ରାର୍ଥି ତାଲିକା ଜାରି କରିପାରେ ଟିଏମସି

https://zeenews.india.com/

କୋଲକାତା ୨୮/୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇପାରେ । ସୂଚନା ଅନୁସାରେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ସୋମବାର ସନ୍ଧ୍ୟାରେ ପ୍ରାର୍ଥିଙ୍କ ପ୍ରଥମ ତାଲିକା ଜାରି କରିପାରନ୍ତି ।

ପଶ୍ଚିମବଙ୍ଗର ୨୯୪ ବିଧାନସଭା ସିଟରେ ୮ ପର୍ଯ୍ୟାୟରେ ନିର୍ବାଚନ ହେବ । ପ୍ରଥମ ପର୍ଯ୍ୟାୟ ୨୭ ମାର୍ଚ୍ଚ, ଦ୍ୱିତୀୟ ପର୍ଯ୍ୟାୟ ୧ ଏପ୍ରିଲ, ତୃତୀୟ ପର୍ଯ୍ୟାୟ ୬ ଏପ୍ରିଲ, ଚତୁର୍ଥ ୧୦ ଏପ୍ରିଲ, ୫ମ ୧୭ ଏପ୍ରିଲ, ୬ଷ୍ଠ ୨୨ ଏପ୍ରିଲ, ସପ୍ତମ ୨୬ ଏପ୍ରିଲ ଏବଂ ଅଷ୍ଟମ ପର୍ଯ୍ୟାୟ ୨୯ ଏପ୍ରିଲରେ ହେବ । ଏହି ସମୟରେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ବିବେକ ଦୁବେ ଏବଂ ଏମ.କେ. ଦାସଙ୍କୁ ଅବର୍ଜଭର କରାଯାଇଛି । ଏଥର ନିର୍ବାଚନ କେନ୍ଦ୍ର ସଂଖ୍ୟା ୧,୦୧,୯୧୬ ହେବ । ୨ ମେରେ ନିର୍ବାଚନ ଫଳାଫଳ ଆସିବ ।

ପଶ୍ଚିମବଙ୍ଗରେ ବିଜେପି ଓ ଟିଏମସି ମଧ୍ୟରେ ସିଧା ମୁକାବିଲା ହେବ । ୨୦୧୬ ନିର୍ବାଚନରେ ବିଜେପିକୁ ୨୯୪ ସିଟରୁ ମାତ୍ର ୩ ସିଟ୍ ମିଳିଥିଲା । କିନ୍ତୁ ୨୦୧୯ ଲୋକସଭା ନିର୍ବାଚନରେ ବିଜେପିକୁ ୪୨ ଲୋକସଭା ସିଟରୁ ୧୮ ଆସନରେ ସଫଳତା ମିଳିଥିଲା ଏବଂ ଭୋଟ୍ ପ୍ରତିଶତ ବୃଦ୍ଧି ପାଇ ୪୦.୬୪ ହୋଇଯାଇଥିଲା ।