PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ଦୁର୍ବଳ ହେଉଛନ୍ତି ଦିଦି; ଟିକେଟ ନମିଳିବାକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଟିଏମସିର ଏହି ବିଧାୟକ, ଏବେ ବିଜେପିରେ ହେବେ ସାମିଲ୍…

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା ଲାଗିଛି । ଦକ୍ଷିଣ ୨୪ ପ୍ରାଗଣାର ସତଗାଚିଆରୁ ଚାରିଥରର ଟିଏମସି ବିଧାୟକ ସୋନାଲି ଗୁହା ଶନିବାର ଦିନ ଭାରତୀୟ ଜନତା ପାର୍ଟିରେ ଯୋଗଦେବାକୁ ସଙ୍କେତ ଦେଇଛନ୍ତି ।

ସୋନାଲି କହିଛନ୍ତି କି , ‘ ମୁଁ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରୟଙ୍କୁ ଫୋନ୍‌ କରି କହିଛି ଯେ ଯଦି ଆପଣଙ୍କ ଦଳରେ ସମ୍ମାନଜନକ ସ୍ଥାନ ମିଳିବ ତେବେ ମୁଁ ନିଶ୍ଚୟ ଆପଣଙ୍କ ଦଳରେ ସାମିଲ ହେବି । ମୁଁ ନିଶ୍ଚିତ ଭାବେ ଟିଏମସି ଛାଡି ବିଜେପିରେ ଯୋଗଦେବାକୁ ଚାହିଁବି । ସେ ଆହୁରି ମଧ୍ୟ କହିଛନ୍ତି ଯେ ‘ଦିଦି’ ମୋତେ ସମ୍ମାନ ଦେଇଛନ୍ତି , କିନ୍ତୁ ଏଥର ସେ କାହିଁକି ଏପରି କଲେ ତାହା ଜାଣି ନାହିଁ । ମୁଁ ନିଷ୍ପତ୍ତି ନେଇଛି ଯେ ମୁଁ ବିଜେପି ଯିବି ଏବଂ ଏଥର ନିର୍ବାଚନରେ ​​ଟିଏମସି ବିରୋଧରେ ଛିଡା ହେବି ।

ଶୁକ୍ରବାର ଦିନ ମମତା ବାନାର୍ଜୀ ବିଧାନସଭା ନିର୍ବାଚନ ପାଇଁ ୨୯୧ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛନ୍ତି, ଯେଉଁଥିରେ ସତଗାଚିଆର ଚାରିଥର ବିଧାୟକ ସୋନାଲି ଗୁହାଙ୍କ ନାମ ବାଦ ଦିଆଯାଇଛି । ଗୁହା ଏହା ଜାଣିବା ପରେ ସେ କାନ୍ଦିଥିଲେ ।  ସେତେବେଳେ ସେ କହିଥିଲେ, ‘ଭଗବାନ ମମତା-ଦିଦିଙ୍କୁ ଭଲ ବୁଝମଣା ଏବଂ ସଦବୁଦ୍ଧି ଦିଅନ୍ତୁ । ମୁଁ ଆରମ୍ଭରୁ ତାଙ୍କ ସହିତ ଅଛି । କିନ୍ତୁ ମୋର ଭବିଷ୍ୟତ ବିଷୟରେ ଚିନ୍ତା କରିବାକୁ ପଡ଼ିବ ।  ମୁଁ ଜଣେ ରାଜନୈତିକ ବ୍ୟକ୍ତି ଭାବରେ ନିଷ୍କ୍ରିୟ ହୋଇ ବସି ପାରିବି ନାହିଁ ।

ସମ୍ବନ୍ଧିତ ଖବର