PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ମୃତ୍ୟୁସଂଖ୍ୟା ୩୪୩କୁ ବୃଦ୍ଧି

ଭୁବନେଶ୍ୱର,୧୬/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୯୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ଆଉ ୧୦ ଜଣ ଆଖିବୁଜିଛିନ୍ତି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ୨ଜଣ, ଭୁବନେଶ୍ବର ମହାନଗର ଅଞ୍ଚଳରୁ ୨ ଜଣ, କଟକ, ଭଦ୍ରକ, ବଲାଙ୍ଗୀର, ଯାଜପୁର, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୁଣ୍ଡ ନେଇଛି କରୋନା।