PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଓଡ଼ିଶାରୁ କରୋନା ନେଲା ସର୍ବାଧିକ ୧୨ ଜୀବନ: ମୟୂରଭଞ୍ଜ ଓ ଢ଼େଙ୍କାନାଳରୁ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୦୭/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୮୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଘାତକ କରୋନା ୧୨ ଜଣ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ମୟୂରଭଞ୍ଜ, ସମ୍ବଲପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢ଼େଙ୍କାନାଳ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୪୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସମ୍ବନ୍ଧିତ ଖବର