PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲା –ଅକ୍ଟୋବର ୩୦ ତାରିଖ ଯାଏ ଜେଲରେ ରହିବେ ଆର୍ୟନ ଖାନ୍ , ଆର୍ୟନଙ୍କ ହାଜତ ମିଆଦ ବୃଦ୍ଧ କଲେ ସ୍ୱତନ୍ତ୍ର ଏନ୍ସିବି କୋର୍ଟ
  • ||
  • ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିଵର୍ତ୍ତନ : ଵର୍ଷକୁ ୪ଟି ଫରମେଟିଭ୍ ଆସେସମେଣ୍ଟ ହେଵ
  • ||
  • କଳାହାଣ୍ଡି ମମିତା ମେହେର ହତ୍ୟା ମାମଲା – କେ ଗାଁ ଥାନା ଆଇଆଇସି ଡମୁ ପରଜା ନିଲମ୍ୱିତ , କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନେଲେ କଳାହାଣ୍ଡି ଏସ୍‌ପି
  • ||
  • ୩ ପ୍ରତିଶତ ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ
  • ||
  • ପାଡ଼ୁଆ: ଜଙ୍ଗଲରୁ ପାଡ଼ୁଆ: ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ଥାନା ପୋଲିସ, ଗଞ୍ଜେଇ ମାଫିଆଙ୍କୁ ଧରିବା ପାଇଁ ତଦନ୍ତ ଜାରି
  • ||
  • ବଲାଙ୍ଗୀର: ମମିତା ମେହେର ମର୍ଡର ମିଷ୍ଟ୍ରି, ଅଟକ ଜେସିବି ଡ୍ରାଇଭର ଗିରଫ କରିପାରେ ପୋଲିସ
  • ||
  • ରାୟଗଡ଼​‌: ଗୁଣି ଗାରେଡି ସନ୍ଦେହରେ ଟ୍ରିପଲ ମର୍ଡର ଘଟଣା, ୯ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଜିଲ୍ଲା ଓ ଦୌରା ଜଜ ଅଦାଲତ
  • ||
  • ଭବାନୀପାଟଣା: ମମିତା ମେହର ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯାଉ : ସ୍ମୃତିରାଣୀ ପଟ୍ଟନାୟକ
  • ||
  • ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢ଼ା, ନଭେମ୍ୱର ପହିଲାରୁ ୟୁନିଫର୍ମ ବାଧ୍ୟତାମୂଳକ
  • ||
  • ପୁରୀ: ଆଜିଠୁ ସେବାୟତଙ୍କ ଡ୍ରେସ୍‌କୋଡ୍, ଶ୍ରୀମନ୍ଦିରରେ ପାରମ୍ପରିକ ବସ୍ତ୍ର ପରିଧାନ କରି ପ୍ରବେଶ କରିବେ ସେବକ
  • ||
  • ବଲାଙ୍ଗୀର: ଆଜି ବିଜେପି ପକ୍ଷରୁ ବଲାଙ୍ଗୀର ବନ୍ଦ ପାଳନ, ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାତାୟତ ଠପ୍
  • ||
  • ଭୁବନେଶ୍ୱର: ଆଜି ଯୁକ୍ତ ୩ ସ୍ପଟ୍‌ ନାମଲେଖା ଆବେଦନ କପି ଦାଖଲ ଶେଷ, ୨୭ରୁ ନାମଲେଖା
  • ||
  • ଭୁବନେଶ୍ୱର: ଆଜିଠୁ ଶୁଖିଲା ପାଗ, ୨୩ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଫେରିଯିବ ମୌସୁମୀ ବାୟୁ
  • ||

ଓଡ଼ିଶାରେ କରୋନା ନେଲା ଆଉ ୯ ଜୀବନ, ମୃତ୍ୟୁ ସଂଖ୍ୟା ୨୧୬କୁ ବୃଦ୍ଧିି

ଭୁବନେଶ୍ୱର,୦୪/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଘାତକ କରୋନା ୯ଜଣ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ ହୋଇଥିବା ବେଳେ ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏକି ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ । ସେହିଭଳି ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ । ଯାଜପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୬୦ବର୍ଷ ବୟସ୍କା ମହିଳା ଯିଏ କି କ୍ରୋନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ସମ୍ବନ୍ଧିତ ଖବର