PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ସେପ୍ଟେମ୍ବର ୧୯ରୁ ଆଇପିଏଲ-୧୪ର ବଳକା ମ୍ୟାଚ, କାହା ମଧ୍ୟରେ ଖେଳାଯିବ ପ୍ରଥମ ମ୍ୟାଚ୍‌ ଜାଣନ୍ତୁ…ବିସିସିଆଇ ଜାରି କଲା ସମ୍ପୂର୍ଣ୍ଣ ସୂଚୀ

ନୂଆଦିଲ୍ଲୀ: ଫଟାଫଟ୍‌ କ୍ରିକେଟର ବାଜିଲା ବିଗୁଲ। ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେବ ଆଇପିଏଲ-୧୪ର ବଳକା ମ୍ୟାଚ୍। ଏଥିପାଇଁ ରବିବାର ବଳକା ମ୍ୟାଚର ଖେଳ ସୂଚୀ ଜାରି କରିଛି ବିସିସିଆଇ। ଏଥିସହିତ ସମସ୍ତ ପ୍ରସ୍ତୁତି ଶେଷ କରିଛି ବିସିସିଆଇ।

ବିସିସିଆଇ ପକ୍ଷରୁ ଜାରି ବୟାନରେ କୁହାଯାଇଛି ଯେ, ଆଇପିଏଲ ସିଜିନ୍ ୧୪ର ବାକିଥିବା ୩୧ଟି ମ୍ୟାଚ ୟୁଏଇର ୩ଟି ଗ୍ରାଉଣ୍ଡରେ ଖେଳାଯିବ। ଦୁବାଇ, ଆବୁଧାବୀ ଏବଂ ଶାରଜାହାରେ ଖେଳାଯିବ ଆଇପିଏଲର ଅବଶିଷ୍ଟ ୩୧ଟି ମ୍ୟାଚ। ଏହା ୨୭ ଦିନ ଚାଲିବ। ୧୫ ଅକ୍ଟୋବରରେ ଖେଳାଯିବ ଫାଇନାଲ ମ୍ୟାଚ୍‌ ଭାରତରେ ପ୍ରଥମ ପର୍ଯ୍ୟାୟ ଆଇପିଏଲ ଜାରି ରହିଥିବା ବେଳେ କଡା ବୟୋ ବବଲ ଥାଇ ମଧ୍ୟ କିଛି ଖେଳାଳି କରୋନା​‌ ସଂକ୍ରମିତ ହୋଇଥିଲେ। ଏଥିପାଇଁ ଚଳିତ ସିଜିନର ୨୯ଟି ମ୍ୟାଚ ପରେ ଆଇପିଏଲକୁ ସ୍ଥଗିତ ରଖିବାକୁ ବାଧ୍ୟ ହୋଇଥିଲା ବିସିସିଆଇ।

ଭାରତରେ ଚଳିତ ବର୍ଷର ଆଇପିଏଲ ମ୍ୟାଚ ଜାରି ରହିଥିବା ବେଳେ ବାୟୋ ବବଲରେ ସଂକ୍ରମଣ ବ୍ୟାପିବା ପରେ ଏହାକୁ ସ୍ଥଗିତ କରିଦିଆଯାଇଥିଲା। ଏବେ ବାକିଥିବା ମ୍ୟାଚକୁ ୟୁଏଇରେ ଖେଳାଯିବାକୁ ଘୋଷଣା କରିଛି ବିସିସିଆଇ। ଚେନ୍ନାଇ ସୁପର କିଙ୍ଗସ୍ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆାରମ୍ଭ ହେବ ମ୍ୟାଚ।

କେବେ ଆଉ କେଉଁଠି ଆଉ କାହା କାହା ମଧ୍ୟରେ ଖେଳାଯିବ ମ୍ୟାଚ୍‌ ଜାଣନ୍ତୁ…..