ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଲୀଳା: ଆଜି ବିମ୍ୱାସୁର ବଧ

ପୁରୀ,୨୪/୦୮: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ଶ୍ରୀକୃଷ୍ଣଲୀଳା । ଏହି ଅବସରରେ ରବିବାର ସମ୍ପନ୍ନ ହୋଇଛି ଦାହ ଲୀଳା ନୀତି । ରାତିରେ ଶ୍ରୀମନ୍ଦିରରେ ସନ୍ଧ୍ୟା ଧୂପ ବଢ଼ିବାପରେ ଦକ୍ଷିଣ ଘରୁ ମଦନମୋହନ ଆଜ୍ଞାମାଳ ପାଇ ନାଟ ମଣ୍ଡପ ଖଟ ଉପରେ ବିଜେ ହୋଇଥିଲେ । ସେଠାରେ ଦାହ ଲୀଳା ନୀତି ସମ୍ପନ୍ନ ହୋଇଥିଲା । ଠାକୁରଙ୍କ ଶୀତଳ ଭୋଗ ଓ ବନ୍ଦାପନା ସରିଥିଲା । ପରେ ମଦନମୋହନ ଦକ୍ଷିଣ ଘରକୁ ବାହୁଡା ବିଜେ କରିଥିଲେ । ଆଜି ପ୍ରଭୁ ଶ୍ରୀକୃଷ୍ଣ ବିମ୍ୱାସୁରକୁ ବଧ କରିବେ।

   ସମ୍ବନ୍ଧିତ ଖବର


୩୦ ବିସ୍ଥାପିତ ପାକ୍‌ ନାଗରିକଙ୍କୁ ଅନ୍‌ଲାଇନ୍‌ରେ ଭାରତର ନାଗରିକତା ପ୍ରଦାନ କଲେ ରାଜସ୍ଥାନ ସରକାର

ପାଠକ ବାପ-ପୁଅଙ୍କ ନୂଆ ଠିକଣା ଝାରପଡ଼ା ଜେଲ, ଗିରଫ ପରେ ଚାକିରିରୁ ନିଲମ୍ବନ କଲେ ରାଜ୍ୟ ସରକାର

ସୁଶୀଲ ମୋଦୀଙ୍କୁ ରାଜ୍ୟସଭା ଟିକେଟ୍: ପାଶଓ୍ବାନଙ୍କ ସ୍ଥାନରେ ହେଲେ ବିଜେପି ପ୍ରାର୍ଥୀ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ କେନ୍ଦ୍ରରେ ହୋଇ ପାରନ୍ତି ମନ୍ତ୍ରୀ

ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଉତ୍କଳକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କଲେ ଅନୁରୋଧ

ମମତାଙ୍କୁ ଆଉ ଏକ ଝଟକା: ଦକ୍ଷିଣ କୁଚବିହାର ବିଧାୟକଙ୍କ ଇସ୍ତଫା ପରେ ପରିବହନ ମନ୍ତ୍ରୀଙ୍କ ଇସ୍ତଫା, ବିଜେପିରେ ମିଶିବାକୁ ଏବେ ଦିଲ୍ଲୀରେ ମିହିର