ଆଜିର ରାଶିଫଳ (୧୯/୩, ମଙ୍ଗଳବାର)

ମେଷ-ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ଓ ମନ ଭଲ ରହିବ । ଆଶା ପୂର୍ଣ୍ଣ ହେବ । ଚାକିରିରେ ସହଯୋଗ ମିଳିବ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ବୃଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ନାନା ସମସ୍ୟା ଭିତରେ ଗତି କରିବେ । ସାଂସାରିକ ଆୟବ୍ୟୟ ସମାନ ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସାଫଲ୍ୟ ଯୋଗ ରହିଛି । ଆଦର ସମ୍ମାନ ପାଇବେ । ଚାକିରିରେ ପ୍ରତିଷ୍ଠା ଅର୍ଜନ କରିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ର କାରଣରୁ କୌଣସି ଆର୍ଥିକ କଥାକୁ କେନ୍ଦ୍ର କରି ବିବାଦ ଉପୁଜିପାରେ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କନ୍ୟା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ରାଜନୀତିରେ ଅସହଯୋଗ ରହିବ । ବାଣିଜ୍ୟରେ ବ୍ୟୟବୃଦ୍ଧି ରହିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।

ତୁଳା- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ସାଂସାରିକ ଆର୍ଥିକ ଉନ୍ନତି କରିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା-ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ସହଯୋଗ ପାଇବେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ଧନୁ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳତି ଧାରାରେ କର୍ମ କର ିସଫଳ ହେବେ । ସାଂସାରକି କୌଣସ ିମଙ୍ଗଳ ଉତ୍ସବରେ ଯୋଗ ଦେଇପାରନ୍ତ ।ି ପରବିହନ ଓ ବାଣଜ୍ୟିରେ ଲାଭଜନକ ରହବି । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣ ।ି

ମକର- ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବିଷମତା ରହିବ । ସାଂସାରିକ ଅଭାବ ଅସୁବିଧା ରହିବ । ମହିଳାମାନେ ନିଜକୁ ହେୟ ମନେ କରିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ- ଏହି ରାଶିର ଶୁଭ ଫଳ

ରାହୁ-କେତୁଙ୍କ ରାଶିଚଳନ ଓ ରାଶିଫଳ

ରବିବାରର ପଞ୍ଜିକା ଓ ରାଶିଫଳ

ଆଜିର ରାଶିଫଳ (୧୮/୦୯ ଶୁକ୍ରବାର)

ଶୁକ୍ରବାର ପଞ୍ଜିକା- ରାଶିଫଳ

ଆଜିର ରାଶିଫଳ (୧୭/୦୯, ଗୁରୁବାର)