PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଆଜିର ରାଶିଫଳ (୧/୪, ସୋମବାର)

ମେଷ- ଏମାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ସୂତ୍ରରୁ ସହାୟତା ପାଇ ଆଗେଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟକୁ ଅକ୍ଲେଶରେ ସମ୍ପନ୍ନ କରିବେ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ଦାୟିତ୍ୱବୋଧ ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉଚ୍ଚ ସଫଳତା ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ମିଥୁନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଅନ୍ୟ ପାଇଁ ସମସ୍ୟାରେ ପଡିପାରନ୍ତି । ସାଂସାରିକ ଅସହଯୋଗ ମନେ ହେବ । ଚାକିରିରେ ଅବହେଳା ରହିବ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ସିଂହ-ସପ୍ତମରେ ଚନ୍ଦଙ୍କ୍ର ଚଳନ ହେତୁ କର୍ମେକ୍ଷତ୍ର ଉତ୍ସାହଜନକ ରହିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ । ସାଂସାରିକ ପଡ଼ୋଶୀଙ୍କ ସହ ମତଭେଦ ରହିପାରେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।

ବିଛା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ଚାକିରିିରେ ନିଷ୍ଠା ରହିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- ଶ୍ରୀଚନ୍ଦଙ୍କ୍ର କାରଣରୁ କର୍ମ ର୍କ୍ଷେତ୍ରରେ ସୁଖ ସମ୍ମାନ ମିଳିବ । ସାଂସାରିକ ପ୍ରସନ୍ନତା ଭିତରେ କଟିବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକିଥିବା କାର୍ଯ୍ୟ କିଛିଟା ଆଗେଇବ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ପ୍ରତିଦ୍ୱନ୍ଦିତାତ୍ମକ ସଫଳତା ପାଇବେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବି । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।