ଆଜିର ରାଶିଫଳ (୩୦/୩, ଶନିବାର)

ମେଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ମିଳିବ । ଉଭୟେ ପ୍ରେମ ଓ ସାଂସାରିକ ସୁସଂପର୍କ ବୃଦ୍ଧି ପାଇବ । ·କିରିରେ ପଦୋନ୍ନତି ଯୋଗ ରହିଛି । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉଚ୍ଚ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ-କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅବହେଳା ରହିବ । ସାଂସାରିକ ଅନ୍ୟ ପାଇଁ ହଇରାଣରେ ପଡିପାରନ୍ତି । ·କିରିରେ ଅସହଯୋଗ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ମିଥୁନ- ଅଷ୍ଟମରେ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଉଚ୍ଚାଭିଳାଷୀ ରହିବେ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ପ୍ରଶାସନିକ ଦାୟିତ୍ୱବୋଧ ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କଳା କ୍ଷେତ୍ରର ପରିସର ବୃଦ୍ଧି ପାଇବ । ·କିରିରେ ନିଷ୍ଠାପର ରହିବ । ରାଜନୀତିରେ ଧନ ସମ୍ମାନ ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ସିଂହ- ଷଷ୍ଠ ଭାବରେ ଘାତଚନ୍ଦ୍ର ଚଳନ ହେତୁ କର୍ମକ୍ଷେତ୍ରରେ ଉତ୍ତେଜନା ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।
କନ୍ୟା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ସମସ୍ୟା ରହିବ । ସାଂସାରିକ ପଡୋଶୀଙ୍କ ସହ ମନାନ୍ତର ହୋଇପାରେ । ପରିହବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।
ତୁଳା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଅର୍ଥାଗାମ ହେବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ବିଛା- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
ଧନୁ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା କାରଣରୁ କାର୍ଯ୍ୟ ତୃଟି କରିପାରନ୍ତି । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।
ମକର- ଚନ୍ଦ୍ରଙ୍କ ସ୍ୱ-ପାରମଗନ ହେତୁ ଦିନଟି ପ୍ରସନ୍ନତା ଭିତରେ ଗତି କରିବେ । ସାଂସାରିକ କୌଣସି ମାଙ୍ଗଳିକ ଉତ୍ସବରେ ଯୋଗଦାନ କରିପାରନ୍ତି । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।
କୁମ୍ଭ- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ପରିକ୍ରମ ମୁତାବକ ଫଳ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ କିଛିଟା ସୁଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମୀନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କାର୍ଯ୍ୟରେ ସଫଳତା ମିଳିବ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।