PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଆଜିର ରାଶିଫଳ (୨୦/୩, ବୁଧବାର)

ମେଷ-ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯେକୌଣସି ଉପାୟରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଖୁସିରେ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବୃଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନିଜର ବୁଦ୍ଧିମତା ଦ୍ୱାରା କାର୍ଯ୍ୟ ହାସଲ କରିବେ । ସାଂସାରିକ ଉଚ୍ଚ ଆଶା ସଫଳ ହେବ । ରାଜନୀତିରେ ନେତୃତ୍ୱ ବୃଦ୍ଧ ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କର୍କଟ- ଘାତଚନ୍ଦ୍ର କାରଣରୁ ହେଉଥିବା କାର୍ଯ୍ୟରେ ବାଧା ଉପୁଜିପାରେ । ସାଂସାରିକ ଅର୍ଥଚିନ୍ତା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ସିଂହ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କନ୍ୟା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-ନୀଳ ।

ତୁଳା- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବଡ଼ ଧରଣର କାର୍ଯ୍ୟକୁ ତୁଲାଇ ଆଶ୍ୱସ୍ତି ହେବେ । ସାଂସାରିକ ସୁଖ ସନ୍ତୋଷ ପାଇବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା-ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଧର୍ମ କର୍ମରେ ମନ ରହିବ । ମହିଳାମାନେ ସଂସ୍କାର ପ୍ରିୟ ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଜଟୀଳ ପରିସ୍ଥିତି ରହିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ଚାକିରିରେ ଅଭିଯୋଗ ଆସିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ମିଳିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ବଢ଼ିବ । ସାଂସାରିକ ଅର୍ଥପ୍ରାପ୍ତି ହେବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।