PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ଆଜିର ରାଶିଫଳ (୨୧/୨, ଗୁରୁବାର)

ମେଷ-କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଭିତରେ ଗତି କରିବେ । ସାଂସାରିକ ସମସ୍ୟାବହୁଳ ରହିବ । ଚାକିରିରେ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ବୃଷ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ କାର୍ଯ୍ୟରେ ପୂର୍ଣ୍ଣ କରି ଆଶ୍ୱସ୍ତି ହେବେ । ମହିଳାମାନେ ଗୃହ ସଜ୍ଜାରେ ବ୍ୟସ୍ତ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ସାଂସାରିକ କାର୍ଯ୍ୟଦକ୍ଷ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- କୃଷ୍ଣପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ସିଂହ- ଚନ୍ଦ୍ରଙ୍କ ସ୍ୱ ପାରଗମନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖମୟ ରହିବ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କନ୍ୟା- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ସମସ୍ୟା ରହିବ । ସାଂସାରିକ ବ୍ୟୟବହୁଳତା ଦେଖାଦେବ । ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ ମନ୍ଥର ରହିବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲ୍‌ଭର ।

ତୁଳା- ଏକାଦଶ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଆର୍ଥିକ ସ୍ତରରେ ଉନ୍ନତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଳମ୍ବ ଦେଖାଦେବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସାଂସାରିକ ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ସାଂସାରିକ ହର୍ଷୋଲ୍ଲାଷରେ କଟିବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।