ଆଜିର ରାଶିଫଳ (୨୨/୨, ଶୁକ୍ରବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଅର୍ଥ ଉପାର୍ଜିନ କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ଲୋକପ୍ରସିଦ୍ଧି ମିଳିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ବୃଷ- କୃଷ୍ଣ ପକ୍ଷ ପଞ୍ଚମରେ ଘାତ ଚନ୍ଦ୍ର କାରଣରୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସାଂସାରିକ ସନ୍ତାନ ସନ୍ତତିମାନଙ୍କୁ ନେଇ ଚିନ୍ତା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ମିଥୁନ- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିକ୍ଷେତ୍ରରେ ଆଗେଇ ·ଲିବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

ସିଂହ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆର୍ଥିକ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

କନ୍ୟା- ଶ୍ରୀଚନ୍ଦ୍ରଙ୍କ କାରଣରୁ କର୍ମକ୍ଷେତ୍ର ଉତ୍ସାହଜ ଜନକ ରହିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ଚଳଚଞ୍ଚଳ ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-ନୀଳ ।

ତୁଳା- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସୁଫଳ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ·କିରିରେ ବ୍ୟସ୍ତତା ଭିତରେ ରହିବେ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନରେ ସ୍ୱପ୍ନ ସାକାର ହେବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ଧନୁ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ମକର- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ଅସଫଳ ହେବେ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

କୁମ୍ଭ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅଶାନ୍ତି ରହିପାରେ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ମୀନ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସହଯୋଗ ମିଳିବ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

   ସମ୍ବନ୍ଧିତ ଖବର


ଚଳିତ ସପ୍ତାହରେ ଏହି ରାଶିମାନଙ୍କର ଶୁଭଫଳ

ଆଜିର ରାଶିଫଳ- ଏହି ରାଶିର ଶୁଭ ଫଳ

ରାହୁ-କେତୁଙ୍କ ରାଶିଚଳନ ଓ ରାଶିଫଳ

ରବିବାରର ପଞ୍ଜିକା ଓ ରାଶିଫଳ

ଆଜିର ରାଶିଫଳ (୧୮/୦୯ ଶୁକ୍ରବାର)

ଶୁକ୍ରବାର ପଞ୍ଜିକା- ରାଶିଫଳ