PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶଦ୍ରୋହୀ ୟାସିନ ମଲିକକୁ ଆଜୀବନ ଜେଲ, ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଇବା ମାମଲାରେ କୋର୍ଟ ଶୁଣାଇଲେ ଦଣ୍ଡାଦେଶ
  • ||
  • ସମ୍ୱଲପୁର : ଭବାନୀପାଲି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ , ମୃତକଙ୍କ ପରିଚୟ ମିଳନାହିଁ
  • ||
  • କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ୬ ମୃତ୍ୟୁ ଘଟଣା, ଏଣିକି କଳିଙ୍ଗା ଘାଟି ଦେଇ ଯାଇପାରିବ ନାହିଁ ଟୁରିଷ୍ଟ ବସ୍ , ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ସୂଚନା
  • ||
  • ଝାରସୁଗୁଡ଼ା : ଝାରସୁଗୁଡ଼ାରୁ ପ୍ରାୟ ୧୭ ଗ୍ରାମ୍‌ର ବ୍ରାଉନସୁଗର ଜବତ, ୩ ଗିରଫ
  • ||
  • ଜଳେଶ୍ଵର : ପାର୍କିଂ କରୁଥିବା ବେଳେ ଚଢିଗଲା ଟ୍ରକ୍, ହେଲ୍‌ପର୍ ମୃତ
  • ||
  • କଂଗ୍ରେସକୁ ଝଟକା, ସମାଜବାଦୀ ପାର୍ଟି ଟିକେଟରୁ ନାମାଙ୍କନ ପତ୍ର ଦାଖଲ କଲେ କପିଲ ସିବଲ
  • ||
  • ସମ୍ବଲପୁର : ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ତଳ ମୁଣ୍ଡର ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୦ ଜିଲ୍ଲାରେ ପ୍ରବଳ ବର୍ଷିଲା, ଆଜିଠୁ ବଢ଼ିବ ତାପମାତ୍ରା
  • ||
  • ଭଞ୍ଜନଗର : ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍, ୬ ମୃତ ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରାଇରଙ୍ଗପୁର : ସାପ୍ତାହିକ ହାଟରେ ଗୁଳିକାଣ୍ଡ, ଗୋରୁ ବେପାରୀଙ୍କୁ ଗୁଳି କରି ୨୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||

ଆଜିର ରାଶିଫଳ (୨୪/୨, ରବିବାର)

ମେଷ- ସପ୍ତମ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସୁଖ ସମ୍ମାନ ମିଳିବ । ସାଂସାରିକ ବନ୍ଧୁ ବାନ୍ଧବଙ୍କର ଆଗମନ ହୋଇପାରେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ମନମୁତାବକ କାର୍ଯ୍ୟ ସଫଳ ହେବ । ସାଂସାରିକ ଶୁଭଫଳ ମିଳିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ମନର ଅଶାନ୍ତି କିଛିଟା ହୋଇପାରେ । ସାଂସାରିକ ଅର୍ଥଚିନ୍ତା ରହିବ । ମହିଳାମାନେ ଉଦାରମନା ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ ।

କର୍କଟ- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ କରିବେ । ସାଂସାରିକ ଦୂରସ୍ଥାନକୁ ଯାଇ ପାରନ୍ତି । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଶୁଭ ଫଳ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସହଯୋଗ ମିଳିବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅନିଶ୍ଚିତା ଭିତରେ ଗତି କରିବେ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲିଭର ।

ତୁଳା- ଚନ୍ଦ୍ରଙ୍କ ସ୍ୱ-ଗାରଗମନ ହେତୁ ଦିନ ଚର୍ଯ୍ୟ ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଜନ ସେବାରେ ବ୍ରତୀ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ବାକିଥିବା କାର୍ଯ୍ୟ ସମାପନ୍ନ କରିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ସମଫଳ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧିପାଇବ । ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ମକର- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ବସ୍ତ୍ରାଦି ଆଭୁଷଣ କ୍ରୟ କରିପାରନ୍ତି । ରାଜନୀତିରେ ପ୍ରଭାବଶାଳୀ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭରଙ୍ଗ-ବାଇଗଣି ।

କୁମ୍ଭ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ କାର୍ଯ୍ୟବିଳମ୍ବ ଦେଖାଦେବ । ସାଂସାରିକ ଉଦାହରମନା ରହିବେ । ମହିଳାମାନେ ଧର୍ମ କର୍ମରେ ମନ ରଖିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ମୀନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି । ସାଂସାରିକ ଅଭାବ ଅସୁବିଧା ରହିବ । ରାଜନୀତିରେ ଶତୃବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସମ୍ବନ୍ଧିତ ଖବର