ଆଜିର ରାଶିଫଳ (୨୫/୩, ସୋମବାର)

ମେଷ-ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅଶାନ୍ତି ରହିପାରେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରସନ୍ନତା ଭିତରେ କଟିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ସହଯୋଗ ମିଳିବ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧ ହେବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ କାର୍ଯ୍ୟ ହାନି ଓ ମନସ୍ତାପ ରହିବ । ସାଂସାରିକ ଆର୍ଥିକ ଚାପ ରହିବ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ମନ୍ଥରତା ଦେଖାଦେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ-କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହିଛି । ସାଂସାରିକ ସୁଖୀ ରହିବେ । ମହିଳାମାନେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୁଃସାହସିକ ପଦକ୍ଷେପ ନେଇ ସଫଳ ହେବେ । ସାଂସାରିକ ସୁଖ ସମୃଦ୍ଧି ଲାଭ ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍‌ ।

ତୁଳା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଅଶାନ୍ତି ଭିତରେ ଗତି କରିବେ । ସାଂସାରିକ ହତୋତ୍ସାହ ରହିବେ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।

ବିଛା-ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଅପେକ୍ଷାର ପରିସମାପ୍ତି ଘଟିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଯଶକୀର୍ତ୍ତି ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ପରିଶ୍ରମ କରି ସଫଳ ହେବେ । ସାଂସାରିକ ଦୂରଯାତ୍ରା କରିପାରନ୍ତି । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ମିଳିବ । ସାଂସାରିକ ସ୍ୱପ୍ନ ସାକାର ହେବ । ଚାକିରିରେ ପଦୋନ୍ନତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ଓ ସଞ୍ଚୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଅସ୍ଥିରତା କାରଣରୁ କାର୍ଯ୍ୟ ହାନି ହେବ । ସାଂସାରିକ ଉଦାରମନା ରହିବେ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

   ସମ୍ବନ୍ଧିତ ଖବର


କେମିତି କଟିବ ଆଜିର ଦିନ, ଜାଣନ୍ତୁ ଆଜିର ରାଶିଫଳ…

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୦/୧୦ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୧୯/୧୦, ସୋମବାର)

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ