PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବଗଡ : ରିଆମାଳ ରେଞ୍ଜ ନୁଆଁଡିହି ସେକ୍ସନ ଖିଲେଇ ଜଙ୍ଗଲରେ ହାତୀ ଆକ୍ରମଣ ଯୋଗୁଁ ବନ ଶ୍ରମିକ ଗୁରୁତର
  • ||
  • କୋଣାର୍କ : ରୋଗ କଷ୍ଟ ସହିନପାରି ସ୍କୁଲ ହତାରେ ଆତ୍ମହତ୍ୟା କଲେ ବୃଦ୍ଧ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ଆଜିର ରାଶିଫଳ (୨୯/୩, ଶୁକ୍ରବାର)

ମେଷ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଉଦାସ ରହିବେ । ସାଂସାରିକ ଉତ୍ସବ ଅନୁଷ୍ଠାନକୁ ନିମନ୍ତିତ ହୋଇପାରନ୍ତି । ମହିଳାମାନେ ଅନୁଶାସନ ଭିତରେ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ବୃଷ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ମନେ ହେବ । ସାଂସାରିକ ଋଣ ପ୍ରଭାବିତ ହୋଇପାରନ୍ତି । ମହିଳାମାନେ ନିଜକୁ ହେୟ ମନେ କରିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ଧଳା ।

ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଯେ କୌଣସି ମତେ କାର୍ଯ୍ୟ ହାସଲ କରିବେ । ସାଂସାରିକ ବନ୍ଧୁ ବାନ୍ଧବଙ୍କର ଆଗମନ ହୋଇପାରେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- ଷଷ୍ଠ ଭାବରେ ଚନ୍ଦଙ୍କ୍ର ଚଳନ ହେତୁ ଦେହ ଓ ମନ ଭଲ ରହବି । ସାଂସାରକି ଉତ୍ତମ ବୁଝାମଣା ରହିବ । ଚାକିରିରେ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି କାର୍ଯ୍ୟ ବହୁଳ ଓ କ୍ଲାନ୍ତ ଅନୁଭବ କରିବେ । ସାଂସାରିକ ସମସ୍ୟାକୁ ନେଇ ବିଚଳିତ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କନ୍ୟା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ·କିରିରେ ପ୍ରଶଂସା ପାଇବେ । ପରବିହନ ଓ ବାଣଜ୍ୟିରେ ଲାଭ ଜନକ ରହବି । ଶୁଭଅଙ୍କ-୨, ଶୁଭରଙ୍ଗ-ସଲିଭିର ।

ତୁଳା- ତୃତୀୟରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ । ସାଂସାରିକ ପୁର୍ବ ସମସ୍ୟାକୁ ନେଇ ଚିନ୍ତା ରହିବ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ବିଛା- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ ଆବଶ୍ୟକତାକୁ ନେଇ ଚିନ୍ତା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ଧନୁ- ଚନ୍ଦ୍ରଙ୍କ ସ୍ୱ-ପାଗମନ ହେତୁ ଦିନ ଚର୍ଯ୍ୟା ସୁଖମୟ ରହିବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପ୍ରଶାସନିକ ଓ ରାଜନୀତିରେ ସହଯୋଗ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

ମକର- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପରିଶ୍ରମ କରି ଆଗେଇ ଚାଲିବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-ନୀଳ ।

କୁମ୍ଭ- ଏକାଦଶରେ ଘାତଚନ୍ଦ୍ର କାରଣରୁ କର୍ମକ୍ଷେତରେ ସହଯୋଗ ମିଳିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ମହିଳାମାନେ ନିରାଶାରେ ସମୟ କଟାଇବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗସିଲିଭର ।

ମୀନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।