PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟା ମଧ୍ୟରେ ୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୦ ଜିଲ୍ଲାରେ ପ୍ରବଳ ବର୍ଷିଲା, ଆଜିଠୁ ବଢ଼ିବ ତାପମାତ୍ରା
  • ||
  • ଭଞ୍ଜନଗର : ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍, ୬ ମୃତ ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରାଇରଙ୍ଗପୁର : ସାପ୍ତାହିକ ହାଟରେ ଗୁଳିକାଣ୍ଡ, ଗୋରୁ ବେପାରୀଙ୍କୁ ଗୁଳି କରି ୨୦ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||

ଆଜିର ରାଶିଫଳ (୧୩/୪, ଶନିବାର)

ମେଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଭିତରେ କଟିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସଂଗେ ମନାନ୍ତର ହୋଇପାରେ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ବୃଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘ ଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ଉନ୍ନତି କରିବେ । ଚାକିରିରେ କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମିଥୁନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନୂତନ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଦାୟିତ୍ୱବୋଧ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବହୁ ଚେଷ୍ଟା ସତ୍ତେ୍ୱ ବି ସଫଳତା ପାଇବେ ନାହିଁ । ରାଜନୀତିରେ ଅସହଯୋଗ ଦେଖାଦେବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ତୁଳା- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଅର୍ଥାଗମ ହେବ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଶୃଙ୍ଖଳିତ ଭାବରେ କର୍ମ କରିବେ । ସାଂସାରିକ ଭଗବତ୍‌ କୃପା ପ୍ରାପ୍ତି ଯୋଗ ରହିଛି । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅର୍ଥକ୍ଷୟ ହୋଇପାରେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ମକର- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ବ୍ୟସ୍ତତା ଭିତରେ କଟିବ । ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମୀନ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ନିଜର ଚତୁରତା ବଳରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସମ୍ବନ୍ଧିତ ଖବର