ଆଜିର ରାଶିଫଳ (୧୫/୪, ସୋମବାର)

ମେଷ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସନ୍ତାନ ସନ୍ତତିମାନଙ୍କୁ ନେଇ ଖୁସିରେ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ବୃଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଦେଖାଦେବ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତି କ୍ଷେତ୍ରରେ ଆଗେଇଚାଲିବେ । ସାଂସାରିକ ଉଚ୍ଚାଭିଳାଷୀ ହେବେ । ରାଜନୀତିରେ ପ୍ରଭାବଶାଳୀ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କର୍କଟ- ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ର କାରଣରୁ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଆର୍ଥିକ କଥାକୁ କେନ୍ଦ୍ର କରି ଅଶାନ୍ତି ଉପୁଜିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ-ଶ୍ରୀଚନ୍ଦ୍ର କାରଣରୁ ଦିନଟି ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ସାଂସାରିକ ନୂତନ ଦ୍ରବ୍ୟାଦି ପ୍ରାପ୍ତି ହୋଇପାରେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ବହୁଳ ଦେଖାଦେବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ଚାକିରିରେ ଅବହେଳା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ତୁଳା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ମହିଳାମାନେ ସ୍ୱାଧୀନତା ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
ବିଛା- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଉଚ୍ଚ ଆଶା ସଫଳ ହେବ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ନିଜର ଲକ୍ଷ୍ୟ ସ୍ଥିର କରି ସଫଳ ହେବେ । ସାଂସାରିକ ଦାନ ଓ ସେବା ଧର୍ମରେ ମନ ରହିବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ମକର- ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବିଷମତା ରହିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ଚାକିରିରେ ସ୍ଥାନାନ୍ତର ଯୋଗ ରହିଛି । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ହର୍ଷୋଲ୍ଲାଷ ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ସୁଖୀ ରହିବେ । ଚାକିରିରେ ସ୍ଥାୟୀତ୍ୱ ବଜାୟ ରହିବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

   ସମ୍ବନ୍ଧିତ ଖବର


ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ