PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିରେ ମିଶିଲେ ସୁନୀଲ ଜାଖଡ, କଂଗ୍ରେସ ସହ ୫୦ ବର୍ଷର ସମ୍ପର୍କରେ ପୂର୍ଣ୍ଣଛେଦ
  • ||
  • ୟାସିନ ମଲ୍ଲିକ ଦୋଷୀ ସାବ୍ୟସ୍ତ, ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ବାନ୍ଧିଥିଲା ଏନ୍‌ଆଇଏ
  • ||
  • ପୁରୀ : ଏଥର ଭକ୍ତ ଦେଖିବେ ସ୍ନାନଯାତ୍ରା, ହେଲେ ସ୍ନାନ ବେଦିରେ ଶ୍ରୀବିଗ୍ରହଙ୍କୁ କରିପାରିବେନି ସ୍ପର୍ଶ
  • ||
  • ଭୁବନେଶ୍ଵର: ରାଜ୍ୟରେ ତଳକୁ ଖସିଲା ଆକ୍ଟିଭ କେସ୍,୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୨ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ଆଜି-କାଲି ବର୍ଷା ଆଶଙ୍କା, ତିନି ଦିନ ପରେ ପୁଣି ତାତି
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌… ଅଖ ଅନୁକୂଳ, ନାହାକା ଚକରେ ପଇତା ଓ ୧୫ ଚକ ପ୍ରସ୍ତୁତ
  • ||
  • ମୋହନା: ରାସ୍ତା କଡ଼ରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • କୁତ୍ରା: ୧୨ ବର୍ଷର ନାବାଳିକା ୭ ମାସର ଗର୍ଭବତୀ, ଥାନାରେ ଏତଲା ଦେଲେ ପରିବାରଲୋକ
  • ||
  • ବାରଙ୍ଗ: ପ୍ରେମ ସମ୍ପର୍କକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ : ପ୍ରେମିକକୁ ହତ୍ୟା କଲେ ପ୍ରେମିକା ପରିବାର, ଇନ୍‌ଫୋସିଟି ଥାନା ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭାରତ ସୀମାରେ ଅନୁପ୍ରବେଶ ଉଦ୍ୟମ କରୁଛନ୍ତି ୧୭୦ ଆତଙ୍କବାଦୀ, ତାଲିମ ଦେଉଛି ପାକିସ୍ତାନୀ ସେନା ଏବଂ ISI
  • ||

ଆଜିର ରାଶିଫଳ (୫/୩, ମଙ୍ଗଳବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି କାର୍ଯ୍ୟ ସଂପୂର୍ଣ୍ଣ କରିବେ । ସାଂସାରିକ ସୁଖ ଶାନ୍ତି ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ କରିବେ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- କୃଷ୍ଣ ପକ୍ଷ ନବମରେ ଘାତ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କାର୍ଯ୍ୟରେ ବିଳମ୍ବ ଦେଖାଦେବ । ସାଂସାରିକ ସମସ୍ୟା ରହିବ । ·କିରିରେ ଅବହେଳା ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ କେତେକ କାର୍ଯ୍ୟକୁ ନେଇ ଅଶାନ୍ତି ଘଟିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୨, ଶୁଭ ରଙ୍ଗ-କଳା ।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ମନର ବଳ ସୁଦୃଢ଼ ରହିବ । ସାଂସାରିକ ବିଭିନ୍ନ ଦିଗରୁ ଆୟ ହେବ । ମହିଳାମାନେ ଉଚ୍ଚ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

ତୁଳା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ହେତୁ ମନୋବଳ ଭାଙ୍ଗି ପଡିବ । ସାଂସାରିକ କେତେକ ଅଶାନ୍ତକୁ ନେଇ ବିଚଳିତ ରହିବେ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ବିଛା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳ ଚଞ୍ଚଳ ରହିବେ । ସାଂସାରିକ ଅତିଥିଙ୍କର ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଅର୍ଥ ଉପାର୍ଜନ କରିବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ଉଚ୍ଚ ସମ୍ମାନ ପାଇବେ । ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

ମକର- ମୁକ୍ତ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିକାର୍ଯ୍ୟରେ ସମସ୍ୟା ରହିବ । ସାଂସାରିକ ଆର୍ଥିକ ଚାପ ରହିବ । ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।

କୁମ୍ଭ- ଶ୍ରୀ ଚନ୍ଦ୍ରଙ୍କ କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଅର୍ଥପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଘାତଚନ୍ଦ୍ର କାରଣରୁ ସୁର ବିଷମ ପରିସ୍ଥିତି ରହିବ । ଉଭୟେ ପ୍ରେମ ଓ ସାଂସାରିକ ଅଶାନ୍ତି ଦେଖାଦେବ । ଚାକିରିରେ କତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସମ୍ବନ୍ଧିତ ଖବର