PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ, ହସ୍ପିଟାଲରେ ଭର୍ତ୍ତି
  • ||
  • ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ OCCL ସିନିୟର ମ୍ୟାନେଜର, ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଗଞ୍ଜାମ: ରାତି ଅଧରେ ବିଭତ୍ସ ହତ୍ୟା, ଶୋଇଥିବା ବେଳେ ଯୁବକଙ୍କୁ ହାଣିବା ପରେ ମୁହଁକୁ ପଥରରେ ଛେଚି ହତ୍ୟା
  • ||
  • ଖୋର୍ଦ୍ଧା: ସଦର ଥାନା ତାପଙ୍ଗ ଗ୍ରାମରେ ଖୁଦୁରୁକୁଣୀକୁ ନେଇ ଗଣ୍ଡଗୋଳ ଜଣକୁ ହତ୍ୟା
  • ||
  • ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ଆଉ ୫୧୦ ଜଣ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ପାର୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ଖୋଲା ଡ୍ରେନ୍‌ରେ ଛାତ୍ର ଭାସିଯିବା ଘଟଣା, ୧୮ ଘଣ୍ଟା ପରେ ଠାବ ହେଲା ରାଜାଙ୍କ ମୃତଦେହ
  • ||
  • ବୁର୍ଲା : ଭିସୁଟ୍‌ରେ ପଶିଲା କରୋନା, କୁଳପତିଙ୍କ ସମେତ ୨ ଛାତ୍ର ଆକ୍ରାନ୍ତ ଚିହ୍ନଟ
  • ||
  • ଭୁବନେଶ୍ୱର : ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି, ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ଅନୁଗୁଳ : ବନ୍ଦ କ୍ୱାର୍ଟର୍ସରେ ଲୁଚାଇ ରଖିଥିଲେ, ଏକ୍ସପାରି ହେବା ପରେ ରାତାରାତି ଗାଡ଼ି ଗାଡ଼ି ଔଷଧ ଫିଙ୍ଗି ଦେଲେ…
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା
  • ||
  • ପିପିଲି : ଆଜିଠୁ ଜମିବ ଉପନିର୍ବାଚନ ପ୍ରଚାର, ମଇଦାନକୁ ଓହ୍ଲାଇବେ ତିନି ଦଳର ଷ୍ଟାର ପ୍ରଚାରକ
  • ||

ଆଜିର ରାଶିଫଳ (୧୬/୪, ମଙ୍ଗଳବାର)

ମେଷ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ବୃଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ସ୍ଥଗିତ ହୋଇପାରେ । ସାଂସାରିକ ଅଭାବ ଅସୁବିଧା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ନିଜର ବୁଦ୍ଧିମତା ଦ୍ୱାରା କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁକୀ ରହିବେ । ଚାକିରିରେ କାର୍ଯ୍ୟଦକ୍ଷ ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
କର୍କଟ- ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ର କାରଣରୁ ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ଶତ୍ରୁ ଦ୍ୱାରା ପ୍ରଭାବିତ ହୋଇପାରନ୍ତି । ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।
ସିଂହ-ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ସୁଖ ସମ୍ମାନ ପାଇବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ପ୍ରସନ୍ନତା ରହିବେ ପ୍ରଶାସନିକ ସୁନାମ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
କନ୍ୟା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସାଧାରଣ ଫଳ ପାିବେ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଆୟବୃଦ୍ଧି ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ବିଛା- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କ୍ଷେତ୍ରରେ ଆଗେଇ ଚାଲିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।
ଧନୁ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ସଠିକ୍‌ ଭାବରେ କର୍ମ କରି ସୁଫଳ ପାଇବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅସୁବିଧା ରହିବ । ଚାକିରିରେ ଅଭିଯୋଗ ରହିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ନୂତନ ଦିଗ୍‌ଦର୍ଶନ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଉତ୍ତମ ଅର୍ଥପ୍ରାପ୍ତି ହେବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।