ଆଜିର ରାଶିଫଳ (୬/୪, ଶନିବାର)

ମେଷ- ଶ୍ରୀଚନ୍ଦ୍ର କାରଣରୁ ଦିନଟି ଚଳଚଞ୍ଚଳ ରହିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ଚାକରିିରେ ପଶ୍ରଂସିତ ହେବେ । ରାଜନୀତେରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

ବୃଷ- ଶୁକ୍ଲପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବ୍ୟୟାଧିକ କାରଣରୁ ଅଭାବ ଦେଖାଦେବ । ସାଂସାରିକ ଚିନ୍ତାରେ ରହିବେ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୨, ଶଭୁ ରଙ୍ଗ-ଧଳା ।

ମିଥିୁନ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ବଡ ଧରଣର ସଫଳତା ପାଇପାରନ୍ତି । ସାଂସାରିକ ଉଚ୍ଚ ଆଶା ସଫଳ ହେବେ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

କକର୍ଟ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ ।

ସିଂହ- ଶୁକ୍ଲପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ ର୍କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ । ସାଂସାରିକ ଋଣ ପ୍ରଭାବିତ ହୋଇପାରନ୍ତି । ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ ।

ତୁଳା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଉପାଜର୍ନ କରିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର ।

ବିଛା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ତୁଲାଇବେ । ସାଂସାରିକ ଅଥର୍ପ୍ରାପ୍ତ ଯୋଗ ରହିଛି । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭାନତି୍ୱ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ଧନ-ୁ ଶୁକ୍ଲପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ସୁନାମ ମିଳିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ ।

ମକର- ଶୁକ୍ଲପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ସମସ୍ୟା ରହିବ । ସାଂସାରିକ ବିବାଦୀୟ ପରିସ୍ଥିତି ଉପୁଜିପାରେ । ଚାକିରିରେ କତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶିଭ ରଙ୍ଗ-ସିଲଭ୍‌ର ।

କୁମ୍ଭ- ତତୃୀୟରେ ଚନ୍ଦଙ୍କ୍ର ପାରଗମନ ହେତୁ କର୍ମ ର୍କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଶୁକ୍ଲପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନୂତନ ଆର୍ଥିକ ଯୋଜନା କାର୍ଯ୍ଯକାରୀ ହେବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

   ସମ୍ବନ୍ଧିତ ଖବର


ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୪/୧୧ ମଙ୍ଗଳବାର)

ମଙ୍ଗଳବାର ରାଶିଫଳ

ଆଜିର ରାଶିଫଳ (୨୩/ ୧୧, ସୋମବାର)

ଏହି ସପ୍ତାହର ରାଶିଫଳ-କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି

ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ